Indus Valley Times

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮ ଜଣ କରୋନା ପଜିଟିଭ୍ ଚିହ୍ନଟ, ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୨୧୦ ଜଣକୁ ବୃଦ୍ଧି

 Breaking News

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮ ଜଣ କରୋନା ପଜିଟିଭ୍ ଚିହ୍ନଟ, ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୨୧୦ ଜଣକୁ ବୃଦ୍ଧି

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮ ଜଣ କରୋନା ପଜିଟିଭ୍ ଚିହ୍ନଟ, ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୨୧୦ ଜଣକୁ ବୃଦ୍ଧି
May 09
10:46 2022

ଭୁବନେଶ୍ୱର ୯/୫ : ସୋମବାର ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୨୧୦ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୩ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।ସେହିପରି ୦ରୁ ୧୮ ବର୍ଷ ମଧ୍ୟରେ ୩ ଜଣ ସଂକ୍ରମିତ ଅଛନ୍ତି । ସେହିପରି ୧୮ ବର୍ଷ କମ୍ ବୟସ ମଧ୍ୟରେ ୨ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
ଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୮୨୧୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୬୧ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୭୮୮୭୦ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୧୪୩୯୯୯୦ ସାମ୍ପୁଲ ଟେଷ୍ଟ୍ ହୋଇଛି ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031