Indus Valley Times

ଚଳିତ ବର୍ଷ ଜନ୍ମଦିନ ପାଳିବେନି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

 Breaking News

ଚଳିତ ବର୍ଷ ଜନ୍ମଦିନ ପାଳିବେନି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଚଳିତ ବର୍ଷ ଜନ୍ମଦିନ ପାଳିବେନି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
October 15
12:12 2021

ଭୁବନେଶ୍ୱର.୧୫/୧୦: ଚଳିତ ବର୍ଷ ଜନ୍ମଦିନ ପାଳିବେନି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।ଅକ୍ଟୋବର ୧୬ ତାରିଖ ହେଉଛି ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କ ଜନ୍ମଦିନ। ତେବେ ଗତବର୍ଷ ଭଳି ଏଥର ବି ନିଜର ଜନ୍ମଦିନ ପାଳନ ନ କରିବାକୁ ନିଷ୍ପତ୍ତି ନେଇଛନ୍ତି ମୁଖ୍ୟମନ୍ତ୍ରୀ। କୋଭିଡ ସଂକ୍ରମଣକୁ ଆଖି ଆଗରେ ରଖି ଏଭଳି ନିଷ୍ପତ୍ତି ନେଇଛନ୍ତି ସେ।
ମୁଖ୍ୟମନ୍ତ୍ରୀ କହିଛନ୍ତି, ଓଡ଼ିଶାବାସୀଙ୍କ ଭଲ ପାଇବା, ଶୁଭେଚ୍ଛା ଓ ଆଶୀର୍ବାଦ ନିମନ୍ତେ ମୁଁ ସବୁବେଳେ ଋଣୀ। କୋଭିଡ ଯୋଗୁଁ ଗତ ଦେଢ ବର୍ଷ ହେଲା ଆମେ ସମସ୍ତେ କଠିନ ସମୟ ଦେଇ ଗତି କରୁଛୁ। ତେଣୁ ଆଗାମୀକାଲି ନବୀନ ନିବାସ ନ ଆସି କୋଭିଡରେ ମୃତ୍ୟୁବରଣ କରିଥିବା ଲୋକଙ୍କ ପରିବାରକୁ ସାହାଯ୍ୟ କରିବା ଏବଂ ରକ୍ତଦାନ ଭଳି ମହତ୍ କାର‌୍ୟ୍ୟରେ ସମସ୍ତେ ସାମିଲ ହେଲେ, ତାହା ମୋପାଇଁ ସବୁଠାରୁ ବଡ଼ ଶୁଭେଚ୍ଛା ହେବ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031