Indus Valley Times

ଚାଲିବ ଦ୍ୱିତୀୟ ବନ୍ଦେ ଭାରତ ଏକ୍ସପ୍ରେସ: ପୁରୀ-ତାଳଚେର ରୋଡ୍ ମଧ୍ୟରେ ହେଲା ଟ୍ରାଏଲ ରନ୍

 Breaking News

ଚାଲିବ ଦ୍ୱିତୀୟ ବନ୍ଦେ ଭାରତ ଏକ୍ସପ୍ରେସ: ପୁରୀ-ତାଳଚେର ରୋଡ୍ ମଧ୍ୟରେ ହେଲା ଟ୍ରାଏଲ ରନ୍

ଚାଲିବ ଦ୍ୱିତୀୟ ବନ୍ଦେ ଭାରତ ଏକ୍ସପ୍ରେସ: ପୁରୀ-ତାଳଚେର ରୋଡ୍ ମଧ୍ୟରେ ହେଲା ଟ୍ରାଏଲ ରନ୍
September 11
14:42 2023

ପୁରୀ,୧୧/୯: ମାତ୍ର ୬ ଘଣ୍ଟାରେ ପୁରୀରୁ ଯାଇହେବ ରାଉରକେଲା । ଓଡ଼ିଶାରେ ଚାଲିବାକୁ ଥିବା ଦ୍ଵିତୀୟ ବନ୍ଦେ ଭାରତ ଏକ୍ସପ୍ରେସର ପରୀକ୍ଷାମୂଳକ ଚଳାଚଳ ଆଜି କରାଯାଇଛି ।
ପୁରୀରୁ ରାଉରକେଲା ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ଟ୍ରେନ୍ ଆଜି ପୁରୀରୁ ତାଳଚେର ମଧ୍ୟରେ ଟ୍ରାଏଲ ରନ୍ ଆରମ୍ଭ ହୋଇଛି ।
ଟ୍ରାଏଲ ରନ୍ ବେଳେ ଖୋର୍ଦ୍ଧା, ଭୁବନେଶ୍ୱର, କଟକ ଓ ଢ଼େଙ୍କାନାଳ ଷ୍ଟେସନରେ ମାତ୍ର ୨ ମିନିଟ୍ ଲେଖାଏଁ ଏହି ଟ୍ରେନ୍ ରହିଥିଲା । ପୁରୀ ଷ୍ଟେସନରୁ ସକାଳ ୯ଟା ୩୦ରୁ ବାହାରିଥିବା ବେଳେ ଦିନ ୧୨ଟା ୩୦ରେ ତାଳଚେର ଟ୍ରେନ୍ ପହଁଞ୍ଚିଥିଲା ।
ଚଳିତ ବର୍ଷ ମେ’ ମାସ ୧୮ ତାରିଖରେ ପୁରୀରୁ-ହାୱଡ଼ା ପର୍ଯ୍ୟନ୍ତ ଗଡ଼ିଥିଲା ବନ୍ଦେ ଭାରତ ଏକ୍ସପ୍ରେସ୍ । ଯାହାକୁ ଭର୍ଚୁଆଲରେ ଶୁଭାରମ୍ଭ କରିଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031