Indus Valley Times

ଛତିଶଗଡ଼ର ମୁଖ୍ୟମନ୍ତ୍ରୀ ପାଳିଲେ କୃଷି ଭିତ୍ତିକ ଗଣପର୍ବ ନୂଆଁଖାଇ

 Breaking News

ଛତିଶଗଡ଼ର ମୁଖ୍ୟମନ୍ତ୍ରୀ ପାଳିଲେ କୃଷି ଭିତ୍ତିକ ଗଣପର୍ବ ନୂଆଁଖାଇ

ଛତିଶଗଡ଼ର ମୁଖ୍ୟମନ୍ତ୍ରୀ ପାଳିଲେ କୃଷି ଭିତ୍ତିକ ଗଣପର୍ବ ନୂଆଁଖାଇ
September 02
11:28 2022

ଝାରସୁଗୁଡା,୨/୯: ଛତିଶଗଡ଼ର ମୁଖ୍ୟମନ୍ତ୍ରୀ ପାଳିଲେ ନୂଆଁଖାଇ । କୃଷି ଭିତ୍ତିକ ଗଣପର୍ବ ନୂଆଖାଇ କେବଳ ଯେ ପଶ୍ଚିମ ଓଡ଼ିଶାରେ ସୀମିତ ଅଛି ତାହା ନୁହେଁ ବରଂ ପଡୋଶୀ ଛତିଶଗଡ଼ ପର୍ଯ୍ୟନ୍ତ ପରିବ୍ୟତ ତାହା ପ୍ରମାଣ କରିଛି ।
ରାୟଗଡ଼ା ଜିଲ୍ଲାର ଲୋଇଙ୍ଗ ଜିଲ୍ଲାରେ ମୁଖ୍ୟମନ୍ତ୍ରୀ ବଘେଲ ପହଞ୍ଚି ପ୍ରଥମେ ଜଗନ୍ନାଥ ମନ୍ଦିରରେ ପୂଜାର୍ଚ୍ଚନା କରିଥିଲେ । ପରେ ସ୍ଥାନୀୟ ଚାଷୀ ବାହାଦୁର ଶିଦାରଙ୍କ ଘରେ ପହଞ୍ଚି ଖଲି ପତ୍ର ଓ ଦନାରେ ନବାନ୍ନ ଭକ୍ଷଣ କରିଥିଲେ ।

About Author

indadmin

indadmin

Related Articles

Archives

Calendar

September 2024
M T W T F S S
 1
2345678
9101112131415
16171819202122
23242526272829
30