Indus Valley Times

ଜଗତସିଂହପୁର : ଟାଟା ମ୍ୟାଜିକ୍ ଓ କାର୍ ମଧ୍ୟରେ ମୁହାଁମୁହିଁ ଧକ୍କା

 Breaking News

ଜଗତସିଂହପୁର : ଟାଟା ମ୍ୟାଜିକ୍ ଓ କାର୍ ମଧ୍ୟରେ ମୁହାଁମୁହିଁ ଧକ୍କା

ଜଗତସିଂହପୁର : ଟାଟା ମ୍ୟାଜିକ୍ ଓ କାର୍ ମଧ୍ୟରେ ମୁହାଁମୁହିଁ ଧକ୍କା
December 01
11:05 2022

ଜଗତସିଂହପୁର,୧/୧୨ : ଟାଟା ମ୍ୟାଜିକ୍ ଓ କାର୍ ମଧ୍ୟରେ ମୁହାଁମୁହିଁ ଧକ୍କା । ଯେଉଁଥିରେ ଦୁଇ ଜଣ ଗୁରୁତର ହୋଇଛନ୍ତି । ସେମାନଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି ।
ଖବର ଅନୁଯାୟୀ, ଗୁରୁବାର ସକାଳ ସମୟରେ ଜଗତସିଂହପୁର ଜିଲ୍ଲା କଟକ-ପାରାଦୀପ ତର୍ଜଙ୍ଗା ଠାରେ ଏକ ଟାଟା ମ୍ୟାଜିକ୍ ଓ କାର୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା ।
ଯେଉଁଥିରେ ଦୁଇ ଜଣ ଗୁରୁତର ହୋଇଥିଲେ । ସେଠାରେ ସେମାନଙ୍କୁ ଉଦ୍ଧାର କରି ପ୍ରଥମେ ଜଗତସିଂହପୁର ମେଡିକାଲରେ ଭର୍ତ୍ତି କରାଯାଇଥିଲା । ପରେ ସେମାନଙ୍କର ପ୍ରାଥମିକ ଚିକିତ୍ସା ପରେ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଛି । ଗୁରୁତର ଦୁଇ ଜଣ କୁଜଙ୍ଗ ଅଞ୍ଚଳର ବିଭୁ ନନ୍ଦ ଓ କଟକର ଶିବାନନ୍ଦ ମାଲିକ ବୋଲି ଜଣାପଡିଛି ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031