Indus Valley Times

ଜାନୁଆରୀ ୧୦ରୁ କଟକରେ ଦିଆଯିବ ବୁଷ୍ଟର ଡୋଜ୍

 Breaking News

ଜାନୁଆରୀ ୧୦ରୁ କଟକରେ ଦିଆଯିବ ବୁଷ୍ଟର ଡୋଜ୍

ଜାନୁଆରୀ ୧୦ରୁ କଟକରେ ଦିଆଯିବ ବୁଷ୍ଟର ଡୋଜ୍
December 28
18:42 2021

କଟକ ୨୮।୧୨: ରାଜ୍ୟରେ ଚିନ୍ତା ବଢ଼ାଉଛି କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ୍ । ଏହାକୁ ଦୃଷ୍ଟିରେ ରଖି ରାଜ୍ୟରେ ବୁଷ୍ଟର ଡୋଜ୍ ଦିଆଯିବା ନେଇ ଚର୍ଚ୍ଚା ଚାଲିଥିଲା । ଏହି ପରିପ୍ରେକ୍ଷୀରେ ଜାନୁଆରୀ ୧୦ ତାରିଖରୁ କଟକରେ ବୁଷ୍ଟର ଡୋଜ୍ ପ୍ରଦାନ ଆରମ୍ଭ ହେବ ।
ତେବେ ପ୍ରଥମ ପର‌୍ୟ୍ୟାୟରେ ଆଗ ଧାଡିର କୋଭିଡ୍ ଯୋଦ୍ଧାଙ୍କୁ ବୁଷ୍ଟର ଡୋଜ୍ ଦିଆଯିବ । ପରବର୍ତ୍ତି ପର‌୍ୟ୍ୟାୟରେ ବରିଷ୍ଠ ନାଗରିକଙ୍କୁ ବୁଷ୍ଟର ଡୋଜ୍ ଦିଆଯିବ । ଏ ନେଇ ସିଏମସି ଡେପୁଟି କମିଶନର ଡକ୍ଟର ଅବିନାଶ ରାଉତ ସୂଚନା ଦେଇଛନ୍ତି ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031