Indus Valley Times

ଜିଲ୍ଲା ସ୍ତରୀୟ ଉତ୍କର୍ଷରମାତ୍ରା ନିର୍ଧାରଣ କମିଟି ଓ ଜିଲ୍ଲା ସ୍ତରୀୟ ଉପଦେଷ୍ଟା କମିଟି (PC&PNDT) ବୈଠକ ଅନୁଷ୍ଠିତ

 Breaking News

ଜିଲ୍ଲା ସ୍ତରୀୟ ଉତ୍କର୍ଷରମାତ୍ରା ନିର୍ଧାରଣ କମିଟି ଓ ଜିଲ୍ଲା ସ୍ତରୀୟ ଉପଦେଷ୍ଟା କମିଟି (PC&PNDT) ବୈଠକ ଅନୁଷ୍ଠିତ

October 24
18:59 2025

କମ୍ଭୁଧର କ୍ଷେତିଙ୍କ ରିପୋର୍ଟ
ବୌଦ୍ଧ, ୨୪/୧୦ : ଆଜି ଅପରାହ୍ନ ୪ ଘଣ୍ଟା ସମୟରେ ଜିଲ୍ଲାପାଳ ଶ୍ରୀଯୁକ୍ତ ବିଭୁତିଭୁଷଣ ନାୟକଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ସ୍ତରୀୟ ଉତ୍କର୍ଷରମାତ୍ରା ନିର୍ଧାରଣ କମିଟି ଓ ଜିଲ୍ଲା ସ୍ତରୀୟ ଉପଦେଷ୍ଟା କମିଟି (PC&PNDT) ବୈଠକ ଅନୁଷ୍ଠିତ ହୋଇଯାଇଛି।
ଏହି କାର୍ଯ୍ୟକ୍ରମରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ, ଡାକ୍ତର ସଂଘମିତ୍ରା ପଣ୍ଡା, ଜିଲ୍ଲା ଜନସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ସନ୍ତୋଷ କୁମାର ତ୍ରିପାଠୀ, ଅତିରିକ୍ତ ଜିଲ୍ଲା ଜନସ୍ବାସ୍ଥ୍ୟ ଅଧିକାରୀ (ପରବାର କଲ୍ୟାଣ) ଡାକ୍ତର ଅମିତାଭ ଦାସ, ଅତିରିକ୍ତ ଜିଲ୍ଲା ଜନସ୍ବାସ୍ଥ୍ୟ ଅଧିକାରୀ (ଭି.ବି.ଡି), ଜିଲ୍ଲା କାର୍ଯ୍ୟକ୍ରମ ପରିଚାଳକ ଗିରିଜା ପ୍ରସାଦ ମିଶ୍ର, ସ୍ବାସ୍ଥ୍ୟ ବିଭାଗ ର କର୍ମଚାରୀ ପ୍ରମୁଖ ଉପସ୍ଥିତ ଥିଲେ ।

About Author

indadmin

indadmin

Related Articles

Archives

Calendar

September 2026
M T W T F S S
 123456
78910111213
14151617181920
21222324252627
282930