Indus Valley Times

ଝାରସୁଗୁଡ଼ା ଉପନିର୍ବାଚନ: ପ୍ରଥମ ରାଉଣ୍ଡ ସୁଦ୍ଧା ବିଜେଡି ଆଗୁଆ

 Breaking News

ଝାରସୁଗୁଡ଼ା ଉପନିର୍ବାଚନ: ପ୍ରଥମ ରାଉଣ୍ଡ ସୁଦ୍ଧା ବିଜେଡି ଆଗୁଆ

ଝାରସୁଗୁଡ଼ା ଉପନିର୍ବାଚନ: ପ୍ରଥମ ରାଉଣ୍ଡ ସୁଦ୍ଧା ବିଜେଡି ଆଗୁଆ
May 13
09:49 2023

ଝାରସୁଗୁଡ଼ା,୧୩/୫: ଝାରସୁଗୁଡ଼ା ଉପନିର୍ବାଚନର ପ୍ରଥମ ରାଉଣ୍ଡର ଗଣତିରେ ବିଜେଡି ପ୍ରାର୍ଥୀ ଦୀପାଳି ଦାସ ତାଙ୍କର ନିକଟତମ ବିଜେପି ପ୍ରାର୍ଥୀ ଟଙ୍କଧର ତ୍ରିପାଠୀଙ୍କ ଠାରୁ ୨୭୦୬ ଭୋଟରେ ଆଗୁଆ ଅଛନ୍ତି। ପ୍ରଥମ ରାଉଣ୍ଡରେ ବିଜେଡିକୁ ୫୯୪୪ ଖଣ୍ଡ ଭୋଟ୍ ମିଳିଥିବା ବେଳେ ବିଜେପିକୁ ମିଳିଛି ୩୨୩୮ଟି ଭୋଟ୍। ଅପରପକ୍ଷରେ କଂଗ୍ରେସ ପ୍ରାର୍ଥୀ ତରୁଣ ପାଣ୍ଡେଙ୍କୁ ପ୍ରଥମ ରାଉଣ୍ଡରେ ମାତ୍ର ୧୨୩ ଖଣ୍ଡ ଭୋଟ ମିଳିଛି।
ଉଲ୍ଲେଖଯୋଗ୍ୟ, ଝାରସୁଗୁଡ଼ା ଉପନିର୍ବାଚନର ସକାଳ ୮ଟାରୁ ଭୋଟ ଗଣତି ଆରମ୍ଭ ହୋଇଥିଲା। ପ୍ରଥମେ ପୋଷ୍ଟାଲ୍ ବାଲାଟ୍ ଗଣତି ହୋଇଥିଲା। ଏହାପରେ ଇଭିଏମ୍ ଗଣତି ଆରମ୍ଭ ହୋଇଥିଲା।

About Author

indadmin

indadmin

Related Articles

Archives

Calendar

May 2024
M T W T F S S
 12345
6789101112
13141516171819
20212223242526
2728293031