Indus Valley Times

ଟି-୨୦ ବିଶ୍ବକପ୍ ଚାମ୍ପିଅନ ହେବା ପରେ ଟିମ୍ ଇଣ୍ଡିଆକୁ ଶୁଭେଚ୍ଛା ଜଣାଇଲେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

 Breaking News

ଟି-୨୦ ବିଶ୍ବକପ୍ ଚାମ୍ପିଅନ ହେବା ପରେ ଟିମ୍ ଇଣ୍ଡିଆକୁ ଶୁଭେଚ୍ଛା ଜଣାଇଲେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ଟି-୨୦ ବିଶ୍ବକପ୍ ଚାମ୍ପିଅନ ହେବା ପରେ ଟିମ୍ ଇଣ୍ଡିଆକୁ ଶୁଭେଚ୍ଛା ଜଣାଇଲେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
June 30
10:26 2024

ଭୁବନେଶ୍ୱର,୩୦/୬: ବିଶ୍ୱ ଚାମ୍ପିୟନ ହୋଇ ଦ୍ୱିତୀୟ ଥର ପାଇଁ ଟି୨୦ ବିଶ୍ୱକପ ଜିତିଥିବା ଭାରତୀୟ କ୍ରିକେଟ ଦଳକୁ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁଭେଚ୍ଛା ଜଣାଇଛନ୍ତି। ସମସ୍ତ ଖେଳାଳି ଓ ସପୋର୍ଟ ଷ୍ଟାଫଙ୍କୁ ଅଭିନନ୍ଦନ ଜଣାଇବା ସହ ଏହି ବିଜୟ ୧୪୦ କୋଟି ଭାରତୀୟଙ୍କ ମନରେ ଖୁସି ଭରି ଦେଇଛି ବୋଲି ସେ ସୋସିଆଲ ମିଡିଆ ସାଇଟ ଏକ୍ସରେ ପୋଷ୍ଟ କରିଛନ୍ତି।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031