Legatus

ଡରାଇଲାଣି କରୋନା; ଗତ ୨୪ ଘଣ୍ଟାରେ ୨ ଆକ୍ରାନ୍ତ ଚିହ୍ନଟ

 Breaking News

ଡରାଇଲାଣି କରୋନା; ଗତ ୨୪ ଘଣ୍ଟାରେ ୨ ଆକ୍ରାନ୍ତ ଚିହ୍ନଟ

ଡରାଇଲାଣି କରୋନା; ଗତ ୨୪ ଘଣ୍ଟାରେ ୨ ଆକ୍ରାନ୍ତ ଚିହ୍ନଟ
December 27
11:22 2023

ଭୁବନେଶ୍ବର,୨୭/୧୨: ରାଜ୍ୟରେ ଆଜି ଆଉ ୨ ଜଣ କୋଭିଡ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାଫଳରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୫କୁ ବୃଦ୍ଧି ପାଇଛି।
ତେଣେ ଗଞ୍ଜାମ ଜିଲ୍ଲାକୁ ଫେରିଛି କୋଭିଡ କଟକଣା। କୋଭିଡ ନିୟମାବଳୀ ମାନିବାକୁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଥିବା ନେଇ ଗଞ୍ଜାମ ଜିଲ୍ଲାପାଳ ସୂଚନା ଦେଇଛନ୍ତି। ବାହାର ରାଜ୍ୟର ପର‌୍ୟ୍ୟଟକଙ୍କ ଉପରେ ପ୍ରଶାସନ ପକ୍ଷରୁ ତୀକ୍ଷଣ ନଜର ରଖାଯାଇଥିବା ସେ କହିଛନ୍ତି।
ଏନେଇ ସ୍ୱାସ୍ଥ୍ୟ ନିର୍ଦେଶକ ଡାକ୍ତର ବିଜୟ ମହାପାତ୍ର ଗତକାଲି କହିଥିଲେ, ସମସ୍ତ ସଂକ୍ରମିତଙ୍କ ଲକ୍ଷଣ କମ ଅଛି। ସେମାନଙ୍କର କେବଳ ଥଣ୍ଡା କାଶ ରହିଛି। କେହି ହସ୍ପିଟାଲରେ ନାହାନ୍ତି. ଘରେ ଚିକିତ୍ସିତ ହେଉଛନ୍ତି। ପ୍ରଥମ ଦୁଇ ରୋଗୀ କଟକର। ତୃତୀୟ ରୋଗୀ ଗତକାଲି ଚିହ୍ନଟ ହୋଇଛି। ତାଙ୍କର ପ୍ରୋଟୋକଲ ଅନୁସାରେ ତଦନ୍ତ କରାଯାଉଛି। ପ୍ରଥମ ଦୁଇ ଜଣଙ୍କ ଟ୍ରାଭେଲ ହିଷ୍ଟ୍ରି ନାହିଁ। ତୃତୀୟଙ୍କ ଯାଞ୍ଚ ଚାଲିଛି। ସର୍ଭେଲାନ୍ସ ଆହୁରି ବଢ଼ାଯିବ। ଯାହାର ଲକ୍ଷଣ ଦେଖାଯାଉଛି, ସେମାନେ ପରୀକ୍ଷା କରନ୍ତୁ ଓ ଘରେ ରୁହନ୍ତୁ।

About Author

indadmin

indadmin

Related Articles

Archives

Calendar

March 2025
M T W T F S S
 12
3456789
10111213141516
17181920212223
24252627282930
31