Indus Valley Times

ଡିସିପି ଅଫିସ୍ ସମ୍ମୁଖରେ ମନୋଜ ମିଶ୍ର ଓ ନିର୍ଦ୍ଦେଶକ ବବି ଇସଲାମ୍ ହାତାହାତି

 Breaking News

ଡିସିପି ଅଫିସ୍ ସମ୍ମୁଖରେ ମନୋଜ ମିଶ୍ର ଓ ନିର୍ଦ୍ଦେଶକ ବବି ଇସଲାମ୍ ହାତାହାତି

November 22
19:13 2024

ଭୁବନେଶ୍ୱର,୨୨/୧୧: ଥମୁନି ଅଭିନେତାଙ୍କ କଳି। ଡିସିପି ଅଫିସ ଆଗରେ ଶୁକ୍ରବାର ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଅଭିନେତା ମନୋଜ ମିଶ୍ର ଏବଂ ବବି ଇସଲାମ୍ କୌଣସି କଥାକୁ ନେଇ ମୁହାଁମୁହିଁ ହୋଇଛନ୍ତି।
ପୋଲିସ ଉଭୟଙ୍କୁ କାବୁ କରି ସ୍ଥିତି ନିୟନ୍ତ୍ରଣ କରିଛି। ଅନ୍ୟପକ୍ଷେ ଉଭୟପକ୍ଷ ସିପି ଅଫିସରେ ପହଞ୍ଚି ସମସ୍ୟାର ସମାଧାନ ପାଇଁ ଉଦ୍ୟମ ଆରମ୍ଭ କରିଛନ୍ତି। ଏହି ଘଟଣା ରାଜଧାନୀରେ ଏବେ ଚର୍ଚ୍ଚାର ବିଷୟ ହୋଇଛି।

About Author

indadmin

indadmin

Related Articles

Archives

Calendar

September 2026
M T W T F S S
 123456
78910111213
14151617181920
21222324252627
282930