Indus Valley Times

ତେଲକୋଇ ରେଞ୍ଜରେ ପୁଣି ଏକ ହାତୀ ମୃତ, ସ୍ଥାନୀୟ ଅଞ୍ଚଳରେ ଅସନ୍ତୋଷ

 Breaking News

ତେଲକୋଇ ରେଞ୍ଜରେ ପୁଣି ଏକ ହାତୀ ମୃତ, ସ୍ଥାନୀୟ ଅଞ୍ଚଳରେ ଅସନ୍ତୋଷ

November 19
11:30 2023

ତେଲକୋଇ,୧୯/୧୧: କେନ୍ଦୁଝର ବନଖଣ୍ଡ ତେଲକୋଇ ରେଞ୍ଜ ବିମଳା ଫରେଷ୍ଟ ସେକ୍ସନ ଅନ୍ତର୍ଗତ ଆକୁଳ ନୀଳାପଶି ସାହିରେ ଏକ ଛୁଆ ଦନ୍ତା ହାତୀର ମୃତଦେହ ଉଦ୍ଧାର କରାଯାଇଛି। ହାତୀର ବୟସ ପାଖାପାଖି ୪ ବର୍ଷ ହେବ ବୋଲି ଅନୁମାନ କରାଯାଉଛି।
ସ୍ଥାନୀୟ ଲୋକେ ଆଜି ସକାଳେ ଶୌଚ ନିମନ୍ତେ ଯିବା ସମୟରେ ହାତୀ ମରିଥିବା ସୂଚନା ପାଇ ବନ ବିଭାଗକୁ ଖବର ଦେଇଥିଲେ। ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି।ଘଟଣା ସ୍ଥଳରେ ବନ ବିଭାଗ କର୍ମଚାରୀମାନେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି।

About Author

indadmin

indadmin

Related Articles

Archives

Calendar

June 2024
M T W T F S S
 12
3456789
10111213141516
17181920212223
24252627282930