Indus Valley Times

ଦଳ ବିରୋଧୀ କାର୍ଯ୍ୟକଳାପ ପାଇଁ ବିଜେଡିରୁ ନିଲମ୍ବିତ ହେଲେ ବାଲେଶ୍ବରର ପୂର୍ବତନ ବିଧାୟକ ଜୀବନ ପ୍ରଦୀପ ଦାଶ

 Breaking News

ଦଳ ବିରୋଧୀ କାର୍ଯ୍ୟକଳାପ ପାଇଁ ବିଜେଡିରୁ ନିଲମ୍ବିତ ହେଲେ ବାଲେଶ୍ବରର ପୂର୍ବତନ ବିଧାୟକ ଜୀବନ ପ୍ରଦୀପ ଦାଶ

November 05
14:01 2020

ବାଲେଶ୍ବର,୫/୧୧: ଦଳ ବିରୋଧୀ କାର‌୍ୟ୍ୟକଳାପ ଲାଗି ବାଲେଶ୍ବରର ପୂର୍ବତନ ବିଧାୟକ ଜୀବନ ପ୍ରଦୀପ ଦାଶଙ୍କୁ ବିଜେଡିରୁ ନିଲମ୍ବିତ କରାଯାଇଛି। ବିଜେଡି ସଭାପତିଙ୍କ ନିର୍ଦେଶକ୍ରମେ ଏହି ନିଷ୍ପତ୍ତି ନିଆଯାଇଛି ବୋଲି ପ୍ରେସ ବିଜ୍ଞପ୍ତି ଯୋଗେ ଦଳର ମିଡିଆ ବ୍ୟାପାର ସାଧାରଣ ସଂପାଦକ ମାନସ ମଙ୍ଗରାଜ ସୂଚନା ଦେଇଛନ୍ତି।
ସୂଚନାଯୋଗ୍ୟ, ୨୦୦୪ ମେଣ୍ଟ ସରକାର ସମୟରେ ଶ୍ରୀ ଦାଶ ବାଲେଶ୍ୱର ସଦର ଆସନରେ ବିଜେପିରୁ ପ୍ରଥମଥର ପାଇଁ ବିଧାୟକ ନିର୍ବାଚିତ ହୋଇଥିଲେ। ପରେ ବିଜୁ ଜନତା ଦଳରେ ଯୋଗଦେଇ ୨୦୦୯ ଓ ୨୦୧୪ରେ ସେ ଦୁଇଦୁଇ ଥର ବିଧାୟକ ହୋଇଥିଲେ। ତେବେ ୨୦୧୯ ବିଧାନସଭା ନିର୍ବାଚନରେ ସେ ବିଜେପି ପ୍ରାର୍ଥୀ ସ୍ବର୍ଗତ ମଦନ ମୋହନ ଦତ୍ତଙ୍କ ଠାରୁ ପରାଜିତ ହୋଇଥିଲେ।

-Sambad

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031