Indus Valley Times

ଦଶହରା ଛୁଟି ପରେ ଅଷ୍ଟମ ଓ ଏକାଦଶ ଶ୍ରେଣୀ ଛାତ୍ରଛାତ୍ରୀ ଅଫଲାଇନ୍‌ରେ ପାଠପଢ଼ିବେ

 Breaking News

ଦଶହରା ଛୁଟି ପରେ ଅଷ୍ଟମ ଓ ଏକାଦଶ ଶ୍ରେଣୀ ଛାତ୍ରଛାତ୍ରୀ ଅଫଲାଇନ୍‌ରେ ପାଠପଢ଼ିବେ

October 14
22:16 2021

ଭୁବନେଶ୍ୱର,୧୪/୧୦: ରାଜ୍ୟରେ ଦଶହରା ପରେ ଅଷ୍ଟମ ଓ ଏକାଦଶ ଶ୍ରେଣୀର ପିଲାମାନଙ୍କ ପାଇଁ ସ୍କୁଲ ଖୋଲିବ। ଅଷ୍ଟମ ଓ ଦ୍ୱାଦଶ ଶ୍ରେଣୀର ଛାତ୍ରଛାତ୍ରୀ ବିଦ୍ୟାଳୟକୁ ଯାଇ ଅଫ୍ଲାଇନ୍ରେ କ୍ଲାସ୍ କରିବେ। ଗଣଶିକ୍ଷା ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।
ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ଯେ, ଦଶହରା ପରେ ଅଷ୍ଟମ ଓ ଏକାଦଶ ଶ୍ରେଣୀରେ ଅଫ୍ଲାଇନ୍ ମାଧ୍ୟମରେ କ୍ଲାସ ହେବ। ପିଲାମାନେ ସ୍କୁଲକୁ ଯାଇ ପାଠ ପଢ଼ିବେ।
ସୂଚନାଯୋଗ୍ୟ, କୋଭିଡ କଟକଣା ମଧ୍ୟରେ ବର୍ତ୍ତମାନ ପରିପ୍ରେକ୍ଷୀରେ ନବମ, ଦଶମ ଓ ଦ୍ୱାଦଶ ଶ୍ରେଣୀ ପିଲାମାନଙ୍କ ପାଠ ପଢ଼ା ଅଫ୍ଲାଇନ୍ ମାଧ୍ୟମରେ ଜାରି ରହିଛି। ଏଥି ସହିତ ପ୍ରଥମ ଶ୍ରେଣୀ ଠାରୁ ଦ୍ୱାଦଶ ଶ୍ରେଣୀ ଯାଏଁ ଅନ୍ଲାଇନ୍ରେ କ୍ଲାସ ମଧ୍ୟ ଚାଲିଛି।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031