Legatus

ଦିନ ୨ଟା ୩୦ରେ ସମ୍ବଲପୁର ସବୁଠୁ ଉତ୍ତପ୍ତ ସହର; ତାପମାତ୍ରା ୪୨.୫ ଡିଗ୍ରି ରେକର୍ଡ

 Breaking News

ଦିନ ୨ଟା ୩୦ରେ ସମ୍ବଲପୁର ସବୁଠୁ ଉତ୍ତପ୍ତ ସହର; ତାପମାତ୍ରା ୪୨.୫ ଡିଗ୍ରି ରେକର୍ଡ

ଦିନ ୨ଟା ୩୦ରେ ସମ୍ବଲପୁର ସବୁଠୁ ଉତ୍ତପ୍ତ ସହର; ତାପମାତ୍ରା ୪୨.୫ ଡିଗ୍ରି ରେକର୍ଡ
May 03
16:20 2024

ଭୁବନେଶ୍ୱର,୩/୫: ୨୪ ଘଣ୍ଟାର ବ୍ରେକ୍ ପରେ ରାଜଧାନୀ ଭୁବନେଶ୍ୱରରେ ତାତି ୪୦ ଡିଗ୍ରୀ ଡେଇଁଛି।
ଆଜି ଦିନ ସାଢେ ୨ଟା ସୁଦ୍ଧା ଭୁବନେଶ୍ୱରରେ ୪୧.୬ ଡିଗ୍ରୀ ରେକର୍ଡ କରାଯାଇଥିବା ବେଳେ ସମ୍ବଲପୁରରେ ୪୨.୫ ଡ଼ିଗ୍ରୀ ରେକର୍ଡ କରାଯାଇଛି।
ସେହିପରି ଝାରସୁଗୁଡାରେ ୪୨.୧ ଡିଗ୍ରୀ, ହୀରାକୁଦରେ ୪୧.୮ ଡିଗ୍ରୀ, ରାଉରକେଲାରେ ୪୦.୬ ଡିଗ୍ରୀ, ବାଲେଶ୍ୱରରେ ୩୯.୮ ଡିଗ୍ରୀ, ଚାନ୍ଦବାଲିରେ ୩୮.୨ ଡିଗ୍ରୀ, ଗୋପାଳପୁରରେ ୩୫ ଡିଗ୍ରୀ, ପାରାଦୀପରେ ୩୪.୬ ଡିଗ୍ରୀ ଓ ପୁରୀର ତାପମାତ୍ରା ୩୫.୩ ଡିଗ୍ରୀ ରେକର୍ଡ କରାଯାଇଛି।

About Author

indadmin

indadmin

Related Articles

Archives

Calendar

April 2025
M T W T F S S
 123456
78910111213
14151617181920
21222324252627
282930