Indus Valley Times

ନୂଆଖାଇ ଅବସରରେ ଚାଷୀଙ୍କୁ କାଳିଆ ସହାୟତା ରାଶି ଭେଟି ଦେଲେ ସରକାର

 Breaking News

ନୂଆଖାଇ ଅବସରରେ ଚାଷୀଙ୍କୁ କାଳିଆ ସହାୟତା ରାଶି ଭେଟି ଦେଲେ ସରକାର

ନୂଆଖାଇ ଅବସରରେ ଚାଷୀଙ୍କୁ କାଳିଆ ସହାୟତା ରାଶି ଭେଟି ଦେଲେ ସରକାର
September 01
18:57 2022

ଭୁବନେଶ୍ୱର, ୧/୯: ଚାଷୀଙ୍କୁ ନୂଆ ଖାଇ ଭେଟି ଦେଲେ ସରକାର । କାଳିଆ ଯୋଜନା ମାଧ୍ୟମରେ ଚାଷୀଙ୍କ ଆକାଉଣ୍ଡକୁ ୨୦୦୦ ଟଙ୍କା ଲେଖାଏଁ କାଳିଆ ସହାୟତା ରାଶି ପ୍ରଦାନ କରାଯାଇଛି । ଗୁରୁବାର ଦିନ ରାଜ୍ୟର ୪୧ ଲକ୍ଷ ଛୋଟ ଚାଷୀ ଓ ୮୫ ହଜାର ଭୂମିହୀନ ଚାଷୀଙ୍କୁ ୮୬୯ କୋଟି ଟଙ୍କାର କାଳିଆ ସହାୟତା ରାଶି ପ୍ରଦାନ କରାଯାଇଛି ଜ୍ଝ ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ଯେ ନୂଆଖାଇ ମାଟି ମା’ର ପର୍ବ। ଆମର ଚାଷୀ ଭାଇ ମାନଙ୍କ ପରିଶ୍ରମ ଯୋଗୁ ଆମେ ସମସ୍ତେ ମାଟି ମା’ର ଆଶୀର୍ବାଦ ପାଉ। ତେଣୁ ଚାଷୀ ଆମର ଗର୍ବ ଓ ଗୌରବ। ଏହି ପବିତ୍ର ଦିନରେ ମୋର ଚାଷୀ ଭାଇ ଓ ଭଉଣୀମାନଙ୍କୁ କାଳିଆ ସହାୟତା ପ୍ରଦାନ କରି ମୁଁ ବହୁତ ଖୁସି।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031