Indus Valley Times

ନୟାଗଡ଼ ୭୨ ତମ ବନମହୋତ୍ସବ ଉପଲକ୍ଷେ ବୃକ୍ଷରୋପଣ କଲେ ମନ୍ତ୍ରୀ ଡ. ଅରୁଣ କୁମାର ସାହୁ

 Breaking News

ନୟାଗଡ଼ ୭୨ ତମ ବନମହୋତ୍ସବ ଉପଲକ୍ଷେ ବୃକ୍ଷରୋପଣ କଲେ ମନ୍ତ୍ରୀ ଡ. ଅରୁଣ କୁମାର ସାହୁ

ନୟାଗଡ଼ ୭୨ ତମ ବନମହୋତ୍ସବ ଉପଲକ୍ଷେ ବୃକ୍ଷରୋପଣ କଲେ ମନ୍ତ୍ରୀ ଡ. ଅରୁଣ କୁମାର ସାହୁ
July 14
16:55 2021

କିଶୋର ମହାପାତ୍ରଙ୍କ ରିପୋର୍ଟ
ନୟାଗଡ଼,୧୪/୭: ନୟାଗଡ଼ ୭୨ ତମ ବନମହୋତ୍ସବ ଉପଲକ୍ଷେ ସହରରେ ନିର୍ମାଣଧୀନ ଥିବା ବଲାଙ୍ଗୀ ପାର୍କ ରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ବୃକ୍ଷରୋପଣ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ନୟାଗଡ଼ ବିଧାୟକ ତଥା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ ଯୋଗଦେଇ ବୃକ୍ଷରୋପଣ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ନୟାଗଡ଼ ଜିଲ୍ଲାପାଳ ଡ. ପୋମା ଟୁଡୁ, ଆରକ୍ଷୀ ଅଧିକ୍ଷକ ସିଦ୍ଧାର୍ଥ କାଟରିଆ , ବନଖଣ୍ଡ ଅଧିକାରୀ ଧନରାଜ ଏଚଡି , ଅତିରିକ୍ତ ବନଖଣ୍ଡ ଅଧିକାରୀ ଅରବିନ୍ଦ ମହାନ୍ତି , ସ୍ନେହଲତା ସାହୁ , ସମାଜସେବୀ ପ୍ରମୋଦ ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ଥିଲେ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031