Legatus

ପଞ୍ଚାୟତିରାଜ ବିଭାଗର ଅତିରିକ୍ତ ନିର୍ଦେଶକଙ୍କ ଘରୁ ଲୁଟ୍, ଭୋରରୁ ବୁଲାଇଲେ କଳାକନା

 Breaking News

ପଞ୍ଚାୟତିରାଜ ବିଭାଗର ଅତିରିକ୍ତ ନିର୍ଦେଶକଙ୍କ ଘରୁ ଲୁଟ୍, ଭୋରରୁ ବୁଲାଇଲେ କଳାକନା

ପଞ୍ଚାୟତିରାଜ ବିଭାଗର ଅତିରିକ୍ତ ନିର୍ଦେଶକଙ୍କ ଘରୁ ଲୁଟ୍, ଭୋରରୁ ବୁଲାଇଲେ କଳାକନା
January 09
15:47 2024

ଭୁବନେଶ୍ବର, ୯/୧: ରାଜଧାନୀରେ ପୁଣି ବଡ଼ ଧରଣର ଲୁଟ୍ ହୋଇଥିବାର ଖବର ମିଳିଛି। ରାଜଧାନୀର ଖଣ୍ଡଗିରି ତାଳବଣିଆ ଅଞ୍ଚଳରୁ ଏହି ଲୁଟ୍ ହୋଇଛି। ସୂଚନା ଅନୁଯାୟୀ, ପଞ୍ଚାୟତିରାଜ ବିଭାଗର ଅତିରିକ୍ତ ନିର୍ଦ୍ଦେଶକ ଛୋଟେଲାଲ ଶର୍ମାଙ୍କ ଘରୁ ଲୁଟ୍ ହୋଇଛି।
ଦୁର୍ବୃତ୍ତମାନେ ବିଳମ୍ବିତ ରାତିରେ ୧୦ ଲକ୍ଷ ଟଙ୍କାର ସୁନା ଗହଣା ସହ ଦେଢ଼ ଲକ୍ଷ ଟଙ୍କା ଲୁଟି ନେଇଛନ୍ତି। ଏହା ସହ କିଛି ବିଦେଶୀ ମୁଦ୍ରା ମଧ୍ୟ ଲୁଟ୍ ହୋଇଥିବା ଅଭିଯୋଗ ହୋଇଛି। ଘରେ ସମଦସ୍ତ ଶୋଇଥିବା ବେଳେ ଏହି ଲୁଟ୍ ହୋଇଥିବା ଜଣାପଡ଼ିଛି। ଅଭିଯୋଗ ହେବା ପରେ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

About Author

indadmin

indadmin

Related Articles

Archives

Calendar

March 2025
M T W T F S S
 12
3456789
10111213141516
17181920212223
24252627282930
31