Indus Valley Times

ପବିତ୍ର ଦୀପାବଳି ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

 Breaking News

ପବିତ୍ର ଦୀପାବଳି ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ପବିତ୍ର ଦୀପାବଳି ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
November 04
09:41 2021

ଭୁବନେଶ୍ବର, ୪/୧୧: ଦୀପାବଳି ଅବସରରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।
ସେ ଟୁଇଟ୍ କରି ଲେଖିଛନ୍ତି, ମା’ କାଳୀଙ୍କ ପୂଜା ଓ ଦୀପାବଳିର ପବିତ୍ର ଅବସରରେ ସମସ୍ତଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା ଓ ଅଭିନନ୍ଦନ।
ସାବଧାନତା ଓ ସତର୍କତା ବଜାୟ ରଖି ଉତ୍ସବରେ ସାମିଲ ହୁଅନ୍ତୁ। ଆଲୋକର ପର୍ବ ଦୀପାବଳି ସମସ୍ତଙ୍କ ଜୀବନରେ ସୁଖ ଓ ସମୃଦ୍ଧି ଭରିଦେଉ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031