Indus Valley Times

ପାଣ୍ଡିଆନଙ୍କ ପତ୍ନୀଙ୍କ ଛୁଟି ଆବେଦନ ଖାରଜ କଲେ ମୋହନ ସରକାର, ମାଗିଥିଲେ ଆଉ ୬ ମାସ ଛୁଟି

 Breaking News

ପାଣ୍ଡିଆନଙ୍କ ପତ୍ନୀଙ୍କ ଛୁଟି ଆବେଦନ ଖାରଜ କଲେ ମୋହନ ସରକାର, ମାଗିଥିଲେ ଆଉ ୬ ମାସ ଛୁଟି

ପାଣ୍ଡିଆନଙ୍କ ପତ୍ନୀଙ୍କ ଛୁଟି ଆବେଦନ ଖାରଜ କଲେ ମୋହନ ସରକାର, ମାଗିଥିଲେ ଆଉ ୬ ମାସ ଛୁଟି
November 26
20:25 2024

ଭୁବନେଶ୍ୱର, ୨୬/୧୧: ୨୦୦୦ ବ୍ୟାଚର ବରିଷ୍ଠ ଆଇଏଏସ ଅଧିକାରୀ ସୁଜାତା କାର୍ତ୍ତିକେୟନଙ୍କୁ ନେଇ ପ୍ରଶାସନିକ ସ୍ତରରେ ଜୋରଦାର ଚର୍ଚ୍ଚା ଚାଲି ଥିବାବେଳେ ତାଙ୍କୁ ବଡ଼ ଝଟ୍‌କା ଲାଗିଛି। ୨୭ ତାରିଖ ଅର୍ଥାତ ବୁଧବାରଠାରୁ ତାଙ୍କୁ କାର‌୍ୟ୍ୟରେ ଯୋଗ ଦେବକୁ ଥିବା ବେଳେ ସୁଜାତା ଲୋକସେବା ଭବନରେ କେଉଁଠି ବସିବେ ? ଗୁରୁତ୍ୱପୂଣ୍ଣ ନା ଗୌଣ ବିଭାଗ ମିଳବ ? ଏଭଳି କେତେକ ପ୍ରଶ୍ନକୁ ନେଇ ପାଓ୍ୱାର କରିଡରରେ ଆଲୋଚନା ହେଉଛି । ଛୁଟି ଶେଷ ବେଳେ ସେ ଆଉ ୬ ମାସ ଛୁଟି ଆବେଦନ କରିଥିଲେ ।
ତେବେ ତାଙ୍କ ଛୁଟିକୁ ନାଁ କରିଦେଲେ ମୋହନ ସରକାର। ୨୭ ତାରିଖ ଅର୍ଥାତ ବୁଧବାରଠାରୁ ତାଙ୍କୁ କାର‌୍ୟ୍ୟରେ ଯୋଗ ଦେବକୁ ନିର୍ଦ୍ଦେଶ ଦିଆଯାଇଛି। ଆଇଏଏସ୍ କାର୍ତ୍ତିକେୟନ ମେ ୩୧ରୁ ଛୁଟିରେ ଯାଇଥିବା ବେଳେ ଆଉ ୬ ମାସ ଛୁଟିରେ ରହିବାକୁ ଚାହୁଁଥିଲେ। ତେବେ ତାଙ୍କ ଛୁଟିକୁ ମୋହନ ସରକାର ନାଁ କରିଦେବା ସହ ତାଙ୍କୁ ବୁଧବାର କାର‌୍ୟ୍ୟରେ ଯୋଗ ଦେବାକୁ କୁହାଯାଇଛି।

About Author

indadmin

indadmin

Related Articles

Archives

Calendar

August 2026
M T W T F S S
 12
3456789
10111213141516
17181920212223
24252627282930
31