Indus Valley Times

ପୁଣି ଖୋଲିବ ରାଜ୍ୟରେ ବନ୍ଦ ହୋଇପଡ଼ିଥିବା ସ୍କୁଲ

 Breaking News

ପୁଣି ଖୋଲିବ ରାଜ୍ୟରେ ବନ୍ଦ ହୋଇପଡ଼ିଥିବା ସ୍କୁଲ

ପୁଣି ଖୋଲିବ ରାଜ୍ୟରେ ବନ୍ଦ ହୋଇପଡ଼ିଥିବା ସ୍କୁଲ
March 28
12:32 2025

ଭୁବନେଶ୍ବର,୨୮/୩: ଓଡ଼ିଶାରେ ୧୮ ହଜାର ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ବିଜେପି ସରକାର ନିଯୁକ୍ତି ଦେଇଛନ୍ତି। ଆହୁରି ୧୦ ହଜାର ଶିକ୍ଷକଙ୍କୁ ନିଯୁକ୍ତି ଦିଆଯିବ। ଆଜି ବିଧାନସଭାରେ ଏଭଳି ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ।
ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଅନ୍ୟ ଏକ ପ୍ରସଙ୍ଗରେ ଉତ୍ତର ରଖି କହିଛନ୍ତି, ବନ୍ଦ ଥିବା ସ୍କୁଲକୁ ପୁଣି ଖୋଲାଯିବ।
ସିଡ୍ୟୁଲ୍ ଅଞ୍ଚଳରେ ସର୍ବନିମ୍ନ ୪୦ ଜଣ ପିଲା ଥିଲେ, ସ୍କୁଲ ଖୋଲିବାର ବ୍ୟବସ୍ଥା ରହିଛି। ତେଣେ ନନ୍ ସିଡ୍ୟୁଲ୍ ଅଞ୍ଚଳରେ ସର୍ବନିମ୍ନ ୨୦ ଜଣ ପିଲା ଥିଲେ, ସ୍କୁଲ ଖୋଲାଯିବ। ପୂର୍ବ ବିଜେଡି ସରକାର ତରବରିଆ‌ ଭାବେ ୫୬୩୨ଟି ସ୍କୁଲକୁ ମିଶ୍ରଣ କରାଯାଇଥିଲା।

About Author

indadmin

indadmin

Related Articles

Archives

Calendar

July 2026
M T W T F S S
 12345
6789101112
13141516171819
20212223242526
2728293031