Legatus

ପୁରୀରେ ହେବ ଗ୍ରୀନ ଫିଲ୍ଡ ଅନ୍ତର୍ଜାତୀୟ ଶ୍ରୀଜଗନ୍ନାଥ ବିମାନବନ୍ଦର, ୧୦୯୫ ଦିନରେ ସରିବ କାମ

 Breaking News

ପୁରୀରେ ହେବ ଗ୍ରୀନ ଫିଲ୍ଡ ଅନ୍ତର୍ଜାତୀୟ ଶ୍ରୀଜଗନ୍ନାଥ ବିମାନବନ୍ଦର, ୧୦୯୫ ଦିନରେ ସରିବ କାମ

ପୁରୀରେ ହେବ ଗ୍ରୀନ ଫିଲ୍ଡ ଅନ୍ତର୍ଜାତୀୟ ଶ୍ରୀଜଗନ୍ନାଥ ବିମାନବନ୍ଦର, ୧୦୯୫ ଦିନରେ ସରିବ କାମ
February 18
16:57 2024

ପୁରୀ,୧୮/୨: ପୁରୀରେ ହେବାକୁ ଯାଉଛି ଗ୍ରୀନ ଫିଲ୍ଡ ଅନ୍ତର୍ଜାତୀୟ ଶ୍ରୀଜଗନ୍ନାଥ ବିମାନବନ୍ଦର। ଏହାର ନିର୍ମାଣ କାମ ପିପିପି ମୋଡରେ କରାଯିବ।
ପୁରୀ ଶ୍ରୀଜଗନ୍ନାଥ ବିମାନ ବନ୍ଦର ନିର୍ମାଣ ପାଇଁ ଟେଣ୍ଡର ଆହ୍ବାନ ଦିଆଯାଇଛି। ଏ ନେଇ ଏପ୍ରିଲ ୨୧ ତାରିଖରେ ଟେଣ୍ଡର ଖୋଲାଯିବ। ଅନ୍ୟପକ୍ଷେ ଫେବୃଆରୀ ୨୧ ତାରିଖରୁ ଅନ୍ଲାଇନ୍ରେ ଟେଣ୍ଡର ଆବେଦନ କରାଯିବ। ବନ୍ଦର ନିର୍ମାଣ କାର‌୍ୟ୍ୟ ଶେଷ ପାଇଁ ୧୦୯୫ ଦିନ ବା ୩ ବର୍ଷ ଧାର‌୍ୟ୍ୟ କରାଯାଇଛି। ଇଡ୍କୋ ପକ୍ଷରୁ ୨୨୦୩ କୋଟି ଟଙ୍କାର ଟେଣ୍ଡର ଆହ୍ବାନ ଦିଆଯାଇଛି।

About Author

indadmin

indadmin

Related Articles

Archives

Calendar

March 2025
M T W T F S S
 12
3456789
10111213141516
17181920212223
24252627282930
31