Indus Valley Times

ପ୍ରକାଶ ପାଇଲା ମାଟ୍ରିକ୍ ଅଫଲାଇନ ପରୀକ୍ଷା ଫଳ, ମୋଟ ପାସ୍ ହାର ୮୦.୮୩%

 Breaking News

ପ୍ରକାଶ ପାଇଲା ମାଟ୍ରିକ୍ ଅଫଲାଇନ ପରୀକ୍ଷା ଫଳ, ମୋଟ ପାସ୍ ହାର ୮୦.୮୩%

August 24
16:35 2021

କଟକ, ୨୪/୮ : ପ୍ରକାଶ ପାଇଲା ମାଟ୍ରିକ ଅଫଲାଇନ ପରୀକ୍ଷା ଫଳ। ପରୀକ୍ଷା ଦେଇଥିବା ଛାତ୍ରଛାତ୍ରୀଙ୍କ ମଧ୍ୟରୁ ୫୨୩୩ ଜଣ ପାସ କରିଛନ୍ତି। ୧୪୧ ଜଣ ଛାତ୍ରଛାତ୍ରୀ ଫେଲ ହୋଇଛନ୍ତି। ମୋଟ ପାସ ହାର୮୦.୮୩% ରହିଛି। ପାସ ମଧ୍ୟରୁ ପୁଅ ୩୧୦୦ ଓ ଝିଅ ୨୧୩୩ ରହିଛନ୍ତି। ଅନଲାଇନ୍ ମାର୍କିଂରେ ଅସନ୍ତୁଷ୍ଟ ଦେଇଥିଲେ ଅଫଲାଇନ ପରୀକ୍ଷା ଦେଇଥିଲେ ଛାତ୍ରଛାତ୍ରୀ। A1 ପାଇଛନ୍ତି ମୋଟ ୪୨ ଜଣ ଛାତ୍ରଛାତ୍ରୀ। ସେହିପରି A2-୨୫୫, B1- ୩୪୮, B2- ୪୫୮, C-୫୯୯, D- ୮୪୬, E-୨୬୮୫, F- ୧୪୧।
ମାଟ୍ରିକ ଅଫଲାଇନ ପରୀକ୍ଷାରେ ୨୭୧ ପିଲାଙ୍କ ଗ୍ରେଡ ବଢ଼ିଛି। ଅନଲାଇନ ମାର୍କିଂରେ ଯେତିକି ପାଇଥିଲେ ଅଫଲାଇନରେ ମାର୍କ ବଢ଼ିଛି। ତେବେ ୪୫୯ ଛାତ୍ରଛାତ୍ରୀଙ୍କ ଅଫଲାଇନ ଗ୍ରେଡ ହ୍ରାସ ପାଇଲା। ଅନଲାଇନରେ ପାଇଥିବା ଗ୍ରେଡ ଅଫ୍ ଲାଇନରେ ଖସିଗଲା। ଅନଲାଇନ ମାର୍କିଂରେ ଅସନ୍ତୁଷ୍ଟ ହୋଇ ଦେଇଥିଲେ ଅଫଲାଇନ ପରୀକ୍ଷା।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031