Indus Valley Times

ପ୍ରକାଶ ପାଇଲା ଯୁକ୍ତ ଦୁଇ ପାଇଁ ପ୍ରଥମ କଟ୍ ଅଫ୍ ମାର୍କ, ଆଗରେ ରେଭେନ୍ସା

 Breaking News

ପ୍ରକାଶ ପାଇଲା ଯୁକ୍ତ ଦୁଇ ପାଇଁ ପ୍ରଥମ କଟ୍ ଅଫ୍ ମାର୍କ, ଆଗରେ ରେଭେନ୍ସା

ପ୍ରକାଶ ପାଇଲା ଯୁକ୍ତ ଦୁଇ ପାଇଁ ପ୍ରଥମ କଟ୍ ଅଫ୍ ମାର୍କ, ଆଗରେ ରେଭେନ୍ସା
July 20
16:54 2024

ଭୁବନେଶ୍ବର, ୨୦/୭: ୨୦୨୪ – ୨୫ ଶିକ୍ଷା ବର୍ଷ ପାଇଁ ଆଜି ପ୍ରଥମ କଟ୍ ଅଫ୍ ମାର୍କ ପ୍ରକାଶ ପାଇଛି। ବାଣିଜ୍ୟ ଓ ବିଜ୍ଞାନରେ ଶୀର୍ଷରେ ରହିଛି ରେଭେନ୍ସା। କଳାରେ ୭୫. ୧୭% ସହ ଆଗରେ ରହିଚି ରେଭେନ୍ସା ହାୟର ସେକେଣ୍ଡାରୀ ସ୍କୁଲ୍।
ସେହିପରି ବିଜ୍ଞାନରେ ୯୧.୫୦% ଓ ବାଣିଜ୍ୟରେ ୭୭% ସହ ରେଭେନ୍ସା ହାୟର ସେକେଣ୍ଡାରୀ ସ୍କୁଲ୍ ଆଗରେ ରହିଛି।
ମୋଟ ୪ ଲକ୍ଷ ୭୬ ହଜାର ୯୩ ଜଣ ଆବେଦନ କରିଥିଲେ। ୪ ଲକ୍ଷ ୨୬ ହଜାର ୪୭୨ ଜଣଙ୍କ ନାମ କଟ୍ ଅଫ୍ ତାଲିକାରେ ରହିଛି।
ବାଦ ପଡିଛନ୍ତି ୪୯ ହଜାର ୬୨୧ ଜଣ। କଳାରେ ୨ ଲକ୍ଷ ୭୧ ହଜାର ୪୯୨ ଜଣ ବିଜ୍ଞାନରେ ୧ ଲକ୍ଷ ୧୭ ହଜାର ୨୭୩ ଜଣ, ବାଣିଜ୍ୟରେ ୨୪ ହଜାର ୩୫୪ ଜଣ, ଉପଶାସ୍ତ୍ରୀ ୮ ହଜାର ୩୭୫ ଜଣ, ଉପଶାସ୍ତ୍ରୀ ୮ ହଜାର ୩୭୫ ଜଣ, ଧନ୍ଦାମୂଳକ ୪ ହଜାର ୯୭୮ ଜଣ ନାମଲେଖାଇବା ପାଇଁ ମନୋନୀତ ହୋଇଛନ୍ତି। ଅଗଷ୍ଟ ୧ ରୁ ଆରମ୍ଭ ହେବ ଯୁକ୍ତ୨ ପ୍ରଥମ ବର୍ଷ ପାଠପଢା ।

About Author

indadmin

indadmin

Related Articles

Archives

Calendar

June 2026
M T W T F S S
1234567
891011121314
15161718192021
22232425262728
2930