Indus Valley Times

ପ୍ରକୃତି-ବାବୁସାନ୍-ତୃପ୍ତି ବିବାଦ ମାମଲା :୫ କୋଟି ୧୦ ଲକ୍ଷ ଟଙ୍କାର ମାନହାନୀ ମକଦ୍ଦମା କଲେ ପ୍ରକୃତି

 Breaking News

ପ୍ରକୃତି-ବାବୁସାନ୍-ତୃପ୍ତି ବିବାଦ ମାମଲା :୫ କୋଟି ୧୦ ଲକ୍ଷ ଟଙ୍କାର ମାନହାନୀ ମକଦ୍ଦମା କଲେ ପ୍ରକୃତି

ପ୍ରକୃତି-ବାବୁସାନ୍-ତୃପ୍ତି ବିବାଦ ମାମଲା :୫ କୋଟି ୧୦ ଲକ୍ଷ ଟଙ୍କାର ମାନହାନୀ ମକଦ୍ଦମା କଲେ ପ୍ରକୃତି
August 24
13:54 2022

ଭୁବନେଶ୍ୱର, ୨୪/୮: ପ୍ରକୃତି-ବାବୁସାନ୍-ତୃପ୍ତି ବିବାଦ ମାମଲା । ୫ କୋଟି ୧୦ ଲକ୍ଷ ଟଙ୍କାର ମାନହାନି ମକଦ୍ଦମା ଦାୟର କଲେ ପ୍ରକୃତି ମିଶ୍ର । ଭୁବନେଶ୍ୱର କୋର୍ଟରେ ମାମଲା ଦାୟର କଲେ ପ୍ରକୃତି ମିଶ୍ର ।
ଖବର ଅନୁଯାୟୀ, ରାଜଧାନୀ ରାଜରାସ୍ତାରେ ଘଟିଥିବା ହାଇଡ୍ରାମା ଘଟଣାରେ ଆଉ ଏକ ଟ୍ୱିଷ୍ଟ । ମଙ୍ଗଳବାର ହାଇକୋର୍ଟରେ ମାମଲା ଦାୟର କରିବା ପରେ ଏବେ (ବୁଧବାର ) ଦିନ ଭୁବନେଶ୍ୱର କୋର୍ଟରେ ମାନହାନି ମକଦ୍ଦମା ମାମଲା ଦାୟର କରିଛନ୍ତି ପ୍ରକୃତି ମିଶ୍ର ।
ମୋଟ ୫ କୋଟି ୧୦ ଲକ୍ଷ ଟଙ୍କାର ମାନହାନି ମକଦ୍ଦମା ରୁଜୁ କରିଛନ୍ତି ପ୍ରକୃତି ମିଶ୍ର । ବାବୁସାନ୍ଙ୍କ ପତ୍ନୀ ତୃପ୍ତି ଓ ଶ୍ୱଶୁର ଲଳିତ ଶତପଥୀଙ୍କ ନାଁରେ ମାନହାନୀ ମାମଲା ଦାୟର କରିଛନ୍ତି ପ୍ରକୃତି ମିଶ୍ର ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031