Indus Valley Times

ଫେବୃଆରୀ ୧ରୁ ଖୋଲିବ ଶ୍ରୀମନ୍ଦିର

 Breaking News

ଫେବୃଆରୀ ୧ରୁ ଖୋଲିବ ଶ୍ରୀମନ୍ଦିର

ଫେବୃଆରୀ ୧ରୁ ଖୋଲିବ ଶ୍ରୀମନ୍ଦିର
January 28
18:25 2022

ପୁରୀ: ଆସନ୍ତା ଫେବ୍ରୁଆରୀ ୧ ତାରିଖ ଠାରୁ ଶ୍ରଦ୍ଧାଳୁଙ୍କ ପାଇଁ ଶ୍ରୀମନ୍ଦିର ଖୋଲିବ। ଏନେଇ ଆଜି ଅପରାହ୍ନରେ ଛତିଶା ନିଯୋଗ ବୈଠକରେ ନିଷ୍ପତ୍ତି ହୋଇଛି। ଛତିଶା ନିଯୋଗ ବୈଠକରେ ହୋଇଥିବା ନିଷ୍ପତ୍ତି କ୍ରମେ ପୁରୀ ଜିଲ୍ଲାପାଳ ଶ୍ରୀମନ୍ଦିର ଖୋଲିବା‌ ନେଇ ଗଣମାଧ୍ୟମର ପ୍ରତିନିଧିଙ୍କୁ ସୂଚନା ଦେଇଛନ୍ତି। ପଶ୍ଚିମ ଦ୍ଵାର ଦେଇ ପୁରୀ ସହରବାସୀ ପ୍ରବେଶ କରିବେ। ଅନ୍ୟ ଶ୍ରଦ୍ଧାଳୁମାନେ ପୂର୍ବଦ୍ଵାର ଦେଇ ପ୍ରବେଶ କରିବେ।

ପୂର୍ବପରି ରବିବାର ବନ୍ଦ ରହିବ ଶ୍ରୀମନ୍ଦିର। କୋଭିଡ୍ କଟକଣା ଭିତରେ ଦର୍ଶନ କରିବେ ଭକ୍ତ। ୪ ଦିନ ଭିତରର ଆରଟିପିସିଆର୍ ରିପୋର୍ଟ କିମ୍ବା ଟିକାର ଦୁଇଟି ଡୋଜ୍ ନେଇଥିବା ପ୍ରମାଣପତ୍ର ଦେଖାଇବା ବାଧ୍ୟତାମୂଳକ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031