Indus Valley Times

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର

 Breaking News

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର
July 15
17:15 2024

ନୂଆଦିଲ୍ଲୀ,୧୫/୭: ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ। ଉତ୍ତରପଶ୍ଚିମ ତତ୍ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଏହି ଲଘୁଚାପ ଅଧିକ ଘନୀଭୂତ ହୋଇ ଦକ୍ଷିଣ-ପଶ୍ଚିମ ଦିଗକୁ ଗତି କରିବ।
ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ସମସ୍ତ ଜିଲାରେ ଘଡ଼ଘଡ଼ି ସହିତ ବର୍ଷ ହେବାର ସମ୍ଭାବନା ରହିଛି। ଏହିସବୁ ଜିଲା ପାଇଁ ପାଣିପାଗ ବିଭାଗ ପକ୍ଷରୁ ୟେଲୋଓ୍ବାର୍ନିଂ ଜାରି କରାଯାଇଛି।
ଏହି ଗଭୀର ଅବପାତରେ ପରିଣତ ହୋଇ ୨୧ ତାରିଖ ଯାଏ ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାର ଅନେକ ଜିଲାରେ ପ୍ରବଳ ବର୍ଷା କରାଇବା ନେଇ ପୂର୍ବାନୁମାନ କରାଯାଇଛି।

About Author

indadmin

indadmin

Related Articles

Archives

Calendar

August 2026
M T W T F S S
 12
3456789
10111213141516
17181920212223
24252627282930
31