Indus Valley Times

ବଦଳିଲେ ଗୁଇନ୍ଦା ନିର୍ଦ୍ଦେଶକ, ଲଳିତ ଦାସ ହେଲେ ଗୃହ ବିଭାଗ ଓଏସଡି

 Breaking News

ବଦଳିଲେ ଗୁଇନ୍ଦା ନିର୍ଦ୍ଦେଶକ, ଲଳିତ ଦାସ ହେଲେ ଗୃହ ବିଭାଗ ଓଏସଡି

ବଦଳିଲେ ଗୁଇନ୍ଦା ନିର୍ଦ୍ଦେଶକ, ଲଳିତ ଦାସ ହେଲେ ଗୃହ ବିଭାଗ ଓଏସଡି
April 11
17:18 2022

ଭୁବନେଶ୍ବର, ୧୧/୪ : ଗୁଇନ୍ଦା ନିର୍ଦ୍ଦେଶକ ବଦଳାଇଛନ୍ତି ରାଜ୍ୟ ସରକାର । ବର୍ତ୍ତମାନ ଗୁଇନ୍ଦା ନିର୍ଦ୍ଦେଶକ ଥିବା ଲଳିତ ଦାସଙ୍କୁ ଗୃହ ବିଭାଗ ଓଏସଡି କରାଯାଇଛି । ଏଡିଜି ଆର.ପି.କୋଚେଙ୍କୁ ଗୁଇନ୍ଦା ନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ବ ପ୍ରଦାନ କରାଯାଇଛି ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031