Indus Valley Times

ବନ ବିଭାଗ ଓ ପୋଲିସର ମିଳିତ ଚଢ଼ଉ; କଲରାପତରିଆ ବାଘଛାଲ ଜବତ

 Breaking News

ବନ ବିଭାଗ ଓ ପୋଲିସର ମିଳିତ ଚଢ଼ଉ; କଲରାପତରିଆ ବାଘଛାଲ ଜବତ

ବନ ବିଭାଗ ଓ ପୋଲିସର ମିଳିତ ଚଢ଼ଉ; କଲରାପତରିଆ ବାଘଛାଲ ଜବତ
February 01
17:27 2023

ବାରିପଦା,୧/୨: ପୁଣି ଏକ ବାଘଛାଲ ଜବତ କରିଛି ପୁଲିସ। ମୟୂରଭଂଜ ଜିଲ୍ଲାର ବାଙ୍ଗିରିପୋଷି ଥାନା ଅଞ୍ଚଳର କତରା ଠାରେ ୪୯ ନମ୍ବର ଜାତୀୟ ରାଜପଥ କଡ଼ର ଟାୱାର ଢ଼ାବାରୁ ବାଘ ଛାଲ ଡିଲ୍ ବେଳେ ଜବତ ହୋଇଛି।
ସୂଚନା ଅନୁଯାୟୀ, ଉକ୍ତ ଢ଼ାବାରେ ବାଘ ଛାଲ ଡିଲ୍ ନେଇ ପୁଲିସ ବିଭାଗ ଖବର ଥିଲା। ଢ଼ାବାରେ ବୁଧବାର ଏକ କଲରାପତାରିଆ ବାଘଛାଲ ଡିଲ ହେଉଥିବା ବେଳେ ପୂର୍ବ ଯୋଜନା ଅନୁଯାୟୀ ପୁଲିସ ଟିମ ଛପି ରହିଥିଲା।
ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କ ନିର୍ଦ୍ଦେଶକ୍ରମେ ଏକ ଟିମ ଉକ୍ତ ସ୍ଥାନରୁ ବାଘ ଛାଲ ଡିଲ୍ ଚାଲି ଥିବା ବେଳେ ମାଡିବସିଥିଲା। କଲରାପତରିଆ ବାଘ ଚମଡା ଡିଲ ବେଳେ ଜବତ ସହ ୮ ଜଣକୁ ଗିରଫ କରିଥିବା ନେଇ ସୂଚନା ମିଳିଛି। ତେବେ ଅଧିକ ତଦନ୍ତ ପ୍ରକ୍ରିୟା ଜାରି ରହିଛି।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031