Indus Valley Times

ବାଲିଗୁଡା : ଗଞ୍ଜେଇ ଚାଲାଣ ବେଳେ ଜବତ, କାର ସହ ଜଣେ ଗିରଫ

 Breaking News

ବାଲିଗୁଡା : ଗଞ୍ଜେଇ ଚାଲାଣ ବେଳେ ଜବତ, କାର ସହ ଜଣେ ଗିରଫ

ବାଲିଗୁଡା : ଗଞ୍ଜେଇ ଚାଲାଣ ବେଳେ ଜବତ, କାର ସହ ଜଣେ ଗିରଫ
March 19
20:51 2023

ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟ
ବାଲିଗୁଡା, ୧୯/୩: ଗଞ୍ଜେଇ ଚାଲାଣ ବେଳେ ବାଲିଗୁଡା ପୋଲିସ ଚଢଉ କରି ୩୫ କେଜି ଗଞ୍ଜେଇ ଜବତ କରିଥିବା ବେଳେ ଜଣକୁ ଗିରଫ କରିବା ସହ ଏକ ହୋଣ୍ଡା ଆମାଜି କାର ନଂ. ଓଡି-୦୨-କ୍ୟୁ-୭୫୮୭ କୁ ମଧ୍ୟ ଜବତ କରିଛନ୍ତି ।
ଗିରଫ ହୋଇଥିବା ବ୍ୟକ୍ତି ଜଣକ ହେଲେ ଗଞ୍ଜାମ ଜିଲ୍ଲା ଭଞ୍ଜନଗର ନିକଟସ୍ଥ ଗାଙ୍ଗପୁର ଗ୍ରାମର ସତ୍ୟଜିତ ପାଣିଗ୍ରାହୀ ବୋଲି ପୋଲିସ କହିଛି । ଏ ନେଇ ବାଲିଗୁଡା ପୋଲିସ କେଶ ନଂ.୭୪/୨୩ ପ୍ରକାରେ ଏକ ମାମଲା ରୁଜୁ କରି କୋର୍ଟ ଚାଲାଣ କରାଯାଇଛି ବୋଲି ଆଇଆଇସି ବାବାଶଙ୍କର ସରାଫ ସୂଚନା ଦେଇଛନ୍ତି ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031