Indus Valley Times

ବାଲିଗୁଡା ନିର୍ବାଚନ ମଣ୍ଡଳୀରେ ବିଜେଡି ତରଫରୁ ପଞ୍ଚାୟତ ସ୍ତରୀୟ କମିଟି ଗଠନ ପାଇଁ ବୈଠକ ଅନୁଷ୍ଠିତ

 Breaking News

ବାଲିଗୁଡା ନିର୍ବାଚନ ମଣ୍ଡଳୀରେ ବିଜେଡି ତରଫରୁ ପଞ୍ଚାୟତ ସ୍ତରୀୟ କମିଟି ଗଠନ ପାଇଁ ବୈଠକ ଅନୁଷ୍ଠିତ

ବାଲିଗୁଡା ନିର୍ବାଚନ ମଣ୍ଡଳୀରେ ବିଜେଡି ତରଫରୁ ପଞ୍ଚାୟତ ସ୍ତରୀୟ କମିଟି ଗଠନ ପାଇଁ ବୈଠକ ଅନୁଷ୍ଠିତ
August 17
14:39 2021

ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟ
ବାଲିଗୁଡା,୧୭/୮: କନ୍ଧମାଳ ଜିଲ୍ଲା ବାଲିଗୁଡା ନିର୍ବାଚନ ମଣ୍ଡଳୀ କ.ନୂଆଗାଁ ବ୍ଲକ ଜିରିଡ଼ିକିଆ ଗ୍ରାମ ପଞ୍ଚାୟତ ଠାରେ ବିଜୁ ଜନତା ଦଳର ପଞ୍ଚାୟତ ସ୍ତରୀୟ କମିଟି ଗଠନ ପାଇଁ ବୈଠକ ଅନୁଷ୍ଠିତ ହୋଇଥିଲା ।
ଉକ୍ତ ବୈଠକରେ ମୁଖ୍ୟ ଅତିଥି ଭାବେ ସ୍ଥାନୀୟ ବିଧାୟକ ଚକ୍ରମଣି କହଁର ଯୋଗଦେଇ କମିଟି ଗଠନ କରିବା ସହ ଗ୍ରାମ ବାସୀଙ୍କୁ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଲୋକାଭିମୁଖୀ କାର୍ଯ୍ୟ ବିଷୟରେ ଆଲୋକପାତ କରିଥିଲେ ।
ରାଜ୍ୟ ପରିଷଦ ସଦସ୍ୟ କୃଷ୍ଣ ମୋହନ ପାଣିଗ୍ରାହୀ, କ.ନୂଆଗାଁ ବ୍ଲକ ବିଜୁ ଜନତା ଦଳ ସଭାପତି ବାସୁଦେବ ପଣ୍ଡା, ବ୍ଲକ ନାରିନେତ୍ରୀ ଶ୍ରୀମତୀ ଅନିତା ମଲିକ ପ୍ରମୁଖ ଯୋଗ ଦେଇଥିଲେ ।

About Author

indadmin

indadmin

Related Articles

Archives

Calendar

June 2024
M T W T F S S
 12
3456789
10111213141516
17181920212223
24252627282930