Indus Valley Times

ବାହାଡ଼ ଝୋଲା କଷ୍ଟି ଡାକୁଆ ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ର ପରିଦର୍ଶନ କଲେ ଦଶପଲ୍ଲା ବିଧାୟକ

 Breaking News

ବାହାଡ଼ ଝୋଲା କଷ୍ଟି ଡାକୁଆ ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ର ପରିଦର୍ଶନ କଲେ ଦଶପଲ୍ଲା ବିଧାୟକ

December 18
20:56 2020

ପୁଷ୍ପଲତା ପ୍ରଧାନଙ୍କ ରିପୋର୍ଟ
ନୂଆଗାଁ,୧୮/୧୨: ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ଅନ୍ତର୍ଗତ ବାହାଡ ଝୋଲା କଷ୍ଟି ଡାକୁଆ ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର ନୟାଗଡ ଜିଲ୍ଲା ବିଜେଡ଼ି ସଭାପତି ତଥା ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା ପରିଦର୍ଶନ କରିଛନ୍ତି।ରୋଗୀ ମାନଙ୍କୁ କିପରି ସ୍ବାସ୍ଥ୍ୟ ସେବା ଯୋଗାଇ ଦିଆଯାଉଛି ସେ ସମ୍ପର୍କରେ ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା ଡାକ୍ତର ରିତେଶ ବଳିଆର ସିଂ ଙ୍କ ସହ ଆଲୋଚନା କରିଥିଲେ।ତତ୍ ସହିତ ଜନସାଧାରଣ ଯେପରି ଉନ୍ନତ ସ୍ବାସ୍ଥ୍ୟ ସେବା ପାଇବେ ସେ ଉପରେ ବିଧାୟକ ଶ୍ରୀ ବେହେରା ଗୁରୁତ୍ୱାରୋପ କରିଥିଲେ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031