Indus Valley Times

ବିଜେଡି ଛାଡ଼ିଲେ ତେଲକୋଇ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ପ୍ରେମାନନ୍ଦ ନାୟକ

 Breaking News

ବିଜେଡି ଛାଡ଼ିଲେ ତେଲକୋଇ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ପ୍ରେମାନନ୍ଦ ନାୟକ

ବିଜେଡି ଛାଡ଼ିଲେ ତେଲକୋଇ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ପ୍ରେମାନନ୍ଦ ନାୟକ
February 09
11:29 2024

ତେଲକୋଇ,୯/୨: ବିଜେଡିରୁ ଇସ୍ତଫା ଦେଇଛନ୍ତି ତେଲକୋଇ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ପ୍ରେମାନନ୍ଦ ନାୟକ। ସେ ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି।
ସେ ତାଙ୍କ ଇସ୍ତଫା ପତ୍ର ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ନିକଟକୁ ପଠାଇ ଦେଇଛନ୍ତି। ଦଳରେ ଅଣଦେଖା କରାଯାଉଥିବା ଅଭିଯୋଗ ଆଣି ପ୍ରେମାନନ୍ଦ ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଥିବା ଜଣାପଡ଼ିଛି।
ସୂଚନାଯୋଗ୍ୟ, କିଛି ଦିନ ପୂର୍ବରୁ ପୂର୍ବତନ ବିଧାୟକ ବଳଭଦ୍ର ମାଝୀ ବିଜେଡିରୁ ଇସ୍ତଫା ଦେଇଥିଲେ। ସେ ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଥିଲେ। ସେ ତାଙ୍କ ଇସ୍ତଫା ପତ୍ର ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ନିକଟକୁ ପଠାଇଦେଇଥିଲେ।

About Author

indadmin

indadmin

Related Articles

Archives

Calendar

May 2024
M T W T F S S
 12345
6789101112
13141516171819
20212223242526
2728293031