Indus Valley Times

ବିଧାନସଭାରେ ଚାଷୀ ପ୍ରସଙ୍ଗରେ ବିରୋଧୀ ଓ ଶାସକ ମୁହାଁମୁହିଁ: ୧୧ଟା ୩୦ ଯାଏଁ ଗୃହ ମୁଲତବୀ

 Breaking News

ବିଧାନସଭାରେ ଚାଷୀ ପ୍ରସଙ୍ଗରେ ବିରୋଧୀ ଓ ଶାସକ ମୁହାଁମୁହିଁ: ୧୧ଟା ୩୦ ଯାଏଁ ଗୃହ ମୁଲତବୀ

ବିଧାନସଭାରେ ଚାଷୀ ପ୍ରସଙ୍ଗରେ ବିରୋଧୀ ଓ ଶାସକ ମୁହାଁମୁହିଁ: ୧୧ଟା ୩୦ ଯାଏଁ ଗୃହ ମୁଲତବୀ
November 25
11:25 2022

ଭୁବନେଶ୍ୱର, ୨୫/୧୧: ଶୁକ୍ରବାର ବିଧାନସଭା ଅଧିବେଶନର ଦ୍ୱିତୀୟ ଦିନ । ଗୃହ ଆରମ୍ଭରୁ ବିରୋଧୀଙ୍କ ହୋହଲ୍ଲା ଓ ହଟ୍ଟଗୋଳ ପାଇଁ ଚାଲିପାରିଲାନି ଗୃହ । ଫଳରେ ଗୃହକୁ ୧୧.୩୦ ଯାଏଁ ଗୃହ ମୁଲତବୀ କରିଛନ୍ତି ବାଚସ୍ପତି ।
ସୂଚନା ଥାଉକି, ପ୍ରଶ୍ନକାଳ ଆରମ୍ଭରୁ ଗୃହରେ ହୋହଲ୍ଲା କରିଥିଲେ ଉଭୟ ବିଜେପି ଓ କଂଗ୍ରେସ । ଚାଷୀ ପ୍ରସଙ୍ଗରେ ବିଧାନସଭା ହୁଲସ୍ତୁଲ କରିଥିଲେ ବିରୋଧୀ । ଏମିତିକି ବାଚସ୍ପତିଙ୍କ ପୋଡିୟମ ଆଗରେ ନାରାବାଜି କରିଥିଲେ ବିରୋଧୀ । ସେପଟେ ବିଜେଡି ଉଠାଇଥିଲା ଧାନର ଏମଏସପି ପ୍ରସଙ୍ଗ । ଫଳରେ ବାଚସ୍ପତି ଗୃହକୁ ମୁଲତବୀ କରିବାକୁ ବାଧ୍ୟ ହୋଇଥିଲେ ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031