Indus Valley Times

ବୃଦ୍ଧି ପାଉଥିବା ତାପମାତ୍ରାକୁ ଦୃଷ୍ଟିରେ ରଖି ସ୍କୁଲରେ ପାଣି ବ୍ୟବସ୍ଥା କରିବାକୁ ନିର୍ଦ୍ଦେଶ

 Breaking News

ବୃଦ୍ଧି ପାଉଥିବା ତାପମାତ୍ରାକୁ ଦୃଷ୍ଟିରେ ରଖି ସ୍କୁଲରେ ପାଣି ବ୍ୟବସ୍ଥା କରିବାକୁ ନିର୍ଦ୍ଦେଶ

ବୃଦ୍ଧି ପାଉଥିବା ତାପମାତ୍ରାକୁ ଦୃଷ୍ଟିରେ ରଖି ସ୍କୁଲରେ ପାଣି ବ୍ୟବସ୍ଥା କରିବାକୁ ନିର୍ଦ୍ଦେଶ
March 10
10:13 2022

ଭୁବନେଶ୍ୱର, ୧୦/୩: ରାଜ୍ୟରେ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ‘ଓସେପା’ ପକ୍ଷରୁ ଗାଇଡଲାଇନ୍ ଜାରି କରାଯାଇଛି। ଡିଇଓ ଓ ଡିପିସି ମାନଙ୍କୁ ଚିଠି ଲେଖି ‘ଓସେପାର’ ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ମାର୍ଗଦର୍ଶିକା ଜାରି କରିଛନ୍ତି।
ଗ୍ରୀଷ୍ମ ପ୍ରବାହ ମୁକାବିଲା ପାଇଁ ଶିକ୍ଷାନୁଷ୍ଠାନ କର୍ତ୍ତୃପକ୍ଷ ପ୍ରସ୍ତୁତ ରହିବାକୁ ଗାଇଡଲାଇନରେ ନିର୍ଦ୍ଦେଶ ରହିଛି। ଶିକ୍ଷାନୁଷ୍ଠାନରେ ପିଇବା ପାଣି ଓ ଓଆର୍‌ଏସ୍ ମହଜୁଦ ରଖିବାକୁ କୁହାଯାଇଛି।
ସେହିପରି ପିଲାମାନଙ୍କୁ ପାଣି ବୋତଲ ସହ ସ୍କୁଲ ପଠାଇବାକୁ ଅବିଭାବକଙ୍କୁ ପରାମର୍ଶ ଦିଆଯାଇଛି।

About Author

indadmin

indadmin

Related Articles

Archives

Calendar

May 2024
M T W T F S S
 12345
6789101112
13141516171819
20212223242526
2728293031