Indus Valley Times

ବୌଦ୍ଧ : କରୋନା ସଚେତନତା ରଥର ଶୁଭାରମ୍ଭ କଲେ ଜିଲ୍ଲା ପ୍ରଶାସନ

 Breaking News

ବୌଦ୍ଧ : କରୋନା ସଚେତନତା ରଥର ଶୁଭାରମ୍ଭ କଲେ ଜିଲ୍ଲା ପ୍ରଶାସନ

July 20
19:33 2020

କମ୍ଭୁ ଧର ଖେତୀ

ବୌଦ୍ଧ,୨୦/୭ : ବୌଦ୍ଧ ଜିଲ୍ଲାରେ କରୋନାରୁ ରକ୍ଷା ପାଇବା ପାଇଁ ସଚେତନତାର ବାର୍ତ୍ତା ଗାଆଁ ଗାଆଁ ରେ ବାଣ୍ଟିବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ କରୋନା ସଚେତନତା ରଥର ଶୁଭାରମ୍ଭ ହୋଇଛି । ସୋମବାର ଦିନ ସକାଳ ୧୧ ଘଣ୍ଟା ସମୟରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଜିଲ୍ଲାପାଳ ଲଲାଟେନ୍ଦୁ ମିଶ୍ର ଓ ଆରକ୍ଷୀ ଅଧିକ୍ଷକ ଭି ରଘୁନାଥ ରାଓ ସବୁଜ ପତକା ଦେଖାଇ କରୋନା ସଚେତନତା ରଥର ଶୁଭାରମ୍ଭ କରିଥିଲେ ।
ଏହି ଅବସରରେ ଅତିରିକ୍ତ ଜିଲ୍ଲାପାଳ ଏନସି ଜ୍ୟୋତି ରଂଜନ ନାଏକ, ଡେପୁଟି କଲେକ୍ଟର ଅବିନାଶ ପାଣ୍ଡିଆ ଓ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଶିଶିର କୁମାର ସାହୁ ପ୍ରମୁଖ ଉପସ୍ଥିତ ଥିଲେ ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031