Indus Valley Times

ବୌଦ୍ଧ ଜିଲାପାଳଙ୍କ କାର୍ଯ୍ୟାଳୟଠାରେ ସଚେତନତା ପାଇଁ ପଥୋତ୍ସବ ଆୟୋଜନ ନେଇ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

 Breaking News

ବୌଦ୍ଧ ଜିଲାପାଳଙ୍କ କାର୍ଯ୍ୟାଳୟଠାରେ ସଚେତନତା ପାଇଁ ପଥୋତ୍ସବ ଆୟୋଜନ ନେଇ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ବୌଦ୍ଧ ଜିଲାପାଳଙ୍କ କାର୍ଯ୍ୟାଳୟଠାରେ ସଚେତନତା ପାଇଁ ପଥୋତ୍ସବ ଆୟୋଜନ ନେଇ ପ୍ରସ୍ତୁତି ବୈଠକ ଅନୁଷ୍ଠିତ
October 28
12:01 2023

କମ୍ଭୁଧର କ୍ଷେତିଙ୍କ ରିପୋର୍ଟ
ବୌଦ୍ଧ,୨୮/୧୦: ବୌଦ୍ଧ ଜିଲାପାଳଙ୍କ କାର୍ଯ୍ୟାଳୟ ଠାରେ ସଚେତନତା ପାଇଁ ପଥୋତ୍ସବ ଆୟୋଜନ ନେଇ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି କ୍ଷ ଜିଲାପାଳ ନୃସିଂହ ଚରଣ ସ୍ୱାଇଁ ଙ୍କ ଅଧ୍ୟକ୍ଷତାରେ ଆୟୋଜିତ ପ୍ରସ୍ତୁତି ବୈଠକରେ ଆଗାମୀ ୨୮ ତାରିଖରେ ମର୍ଜାକୁଦ ସେତୁ ଛକ ଠାରେ ପଥୋତ୍ସବ ଆୟୋଜନ କରାଯିବା ନେଇ ନିଷ୍ପତି ହୋଇଥିଲା । ସ୍ବତନ୍ତ୍ର ଭୋଟ ତାଲିକା ସଂଶୋଧନ ସଚେତନତା ପାଇଁ ପଥୋତ୍ସବ, ସଚେତନ ସଭା , ୱାକାଥନ ଆୟୋଜନ କରାଯିବ ।
ବୈଠକରେ ଆରକ୍ଷୀ ଅଧିକ୍ଷକ ରାଜପ୍ରସାଦ, ଜ଼ିଲ୍ଲା ପରିଷଦ ନିର୍ବାହୀ ଅଧିକାରୀ ରବି ନାରାୟଣ ତ୍ରିପାଠୀ , ଅତିରିକ୍ତ ଜିଲ୍ଲାପାଳ ଦାରିଦ୍ର‌୍ୟ ଭଞ୍ଜନ ମଦନ ମୋହନ ପାତ୍ର , ଉପଜିଲାପାଳ ରବିନ୍ଦ୍ର ନାଥ କହଁରଙ୍କ ସମତେ ବିଭିନ୍ନ ବିଭାଗର ଅଧିକାରୀମାନେ ଯୋଗଦେଇଥିଲେ ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031