Legatus

ବୌଦ୍ଧ ଜିଲାପାଳଙ୍କ କାର୍ଯ୍ୟାଳୟ ଠାରେ ରାଷ୍ଟ୍ରୀୟ ଏକତା ଦିବସ ପାଳିତ, କର୍ମଚାରୀମାନେ କଲେ ଶପଥ ପାଠ

 Breaking News

ବୌଦ୍ଧ ଜିଲାପାଳଙ୍କ କାର୍ଯ୍ୟାଳୟ ଠାରେ ରାଷ୍ଟ୍ରୀୟ ଏକତା ଦିବସ ପାଳିତ, କର୍ମଚାରୀମାନେ କଲେ ଶପଥ ପାଠ

November 01
11:03 2023

କମ୍ଭୁଧର କ୍ଷେତିଙ୍କ ରିପୋର୍ଟ
ବୌଦ୍ଧ,୧/୧୧ : ବୌଦ୍ଧ ଜିଲାପାଳଙ୍କ କାର୍ଯ୍ୟାଳୟ ଠାରେ ଭାରତର ଲୌହ ମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ଜନ୍ମ ଦିବସ ଅବସରରେ ରାଷ୍ଟ୍ରୀୟ ଏକତା ଦିବସ ପାଳିତ ହୋଇଛି । ଅତିରିକ୍ତ ଜିଲ୍ଲାପାଳ ଦାରିଦ୍ର‌୍ୟ ଭଞ୍ଜନ ମଦନ ମୋହନ ପାତ୍ରଙ୍କ ଅଧକ୍ଷତରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଜିଲାପାଳଙ୍କ କାର୍ଯ୍ୟାଳୟ ର ସମସ୍ତ ଅଧିକାରୀ ଓ କର୍ମଚାରୀ ମାନେ ରାଷ୍ଟ୍ରୀୟ ସଂହତି, ରାଷ୍ଟ୍ରୀୟ ଏକତା ଏବଂ ରାଷ୍ଟ୍ରର ଅଖଣ୍ଡତା ନେଇ ଶପଥ ପାଠ କରିଥିଲେ ।
କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଉଦବୋଧନ ଦେଇ ରାଷ୍ଟ୍ରୀୟ ସଂହତି, ରାଷ୍ଟ୍ରୀୟ ଏକତା ଏବଂ ରାଷ୍ଟ୍ରର ଅଖଣ୍ଡତା ଉପରେ ସବିଶେଷ ଆଲୋଚନା କରିଥିଲେ । ଏହି କାର୍ଯ୍ୟକ୍ରମରେ ସମସ୍ତ ସହକାରୀ ଜିଲାପାଳ, ଊଡଙ , ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ରିତାକନ୍ତି ବଳିୟାରସିଂହଙ୍କ ସମତେ ଅନ୍ୟ ଅଧିକାରୀ ଓ କର୍ମଚାରୀମାନେ ଉପସ୍ଥିତ ରହିଥିଲେ ।

About Author

indadmin

indadmin

Related Articles

Archives

Calendar

March 2025
M T W T F S S
 12
3456789
10111213141516
17181920212223
24252627282930
31