Indus Valley Times

ବୌଦ୍ଧ ଜିଲ୍ଲା ମତ୍ସ୍ୟ ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ମତ୍ସ୍ୟ ବିଭାଗ ପକ୍ଷରୁ ଜାତୀୟ ମତ୍ସ୍ୟ ଦିବସ ପାଳିତ

 Breaking News

ବୌଦ୍ଧ ଜିଲ୍ଲା ମତ୍ସ୍ୟ ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ମତ୍ସ୍ୟ ବିଭାଗ ପକ୍ଷରୁ ଜାତୀୟ ମତ୍ସ୍ୟ ଦିବସ ପାଳିତ

July 11
08:42 2024

କମ୍ଭୁଧର କ୍ଷେତିଙ୍କ ରିପୋର୍ଟ
ବୌଦ୍ଧ,୧୧/୭ : ବୌଦ୍ଧ ଜିଲ୍ଲା ମତ୍ସ୍ୟ ଅଧିକାରୀଙ୍କ କାର୍ଯ୍ୟାଳୟରେ ପରିସରରେ ବୁଧବାର ମତ୍ସ୍ୟ ବିଭାଗ ପକ୍ଷରୁ ଜାତୀୟ ମତ୍ସ୍ୟ ଦିବସ ପାଳିତ ହୋଇଯାଇଛି ।
ଜିଲ୍ଲା ମତ୍ସ୍ୟ ଅଧିକାରୀ ଲିପ୍ସା ପଟ୍ଟନାୟକଙ୍କ ଅଧକ୍ଷତାରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ମୁଖ୍ୟ ପ୍ରାଣୀ ଚିକିତ୍ସା ଅଧିକାରୀ ରାମାରାଓ ପାଲ ଯୋଗଦେଇ ମାଛ ଚାଷ ଓ ଚାଷୀମାନଙ୍କ ପାଇଁ ସରକାରୀ ଯୋଜନାରେ ଚାଷୀ ମାନେ କିପରି ଲାଭବାନ ହୋଇ ଉପକୃତ ହୋଇପାରିବେ ।
ସେ ସମ୍ପର୍କ ରେ ବକ୍ତବ୍ୟ ରଖିଥିଲେ । ଏଥିରେ ଜିଲ୍ଲାର ତିନୋଟି ବ୍ଲକ ର ଚାଷୀ ମାନେ ଉପସ୍ଥିତ ଥିଲେ ।

About Author

indadmin

indadmin

Related Articles

Archives

Calendar

October 2026
M T W T F S S
 1234
567891011
12131415161718
19202122232425
262728293031