Indus Valley Times

ବ୍ଲାକମେଲିଂ କୁଇନ୍ ଅର୍ଚ୍ଚନା ନାଗ ଗିରଫ ମାମଲା : ଇଡିରେ ହାଜର ହେଲେ ଆରକିଟେକ୍ଟ ରଞ୍ଜିତ ବେହେରା

 Breaking News

ବ୍ଲାକମେଲିଂ କୁଇନ୍ ଅର୍ଚ୍ଚନା ନାଗ ଗିରଫ ମାମଲା : ଇଡିରେ ହାଜର ହେଲେ ଆରକିଟେକ୍ଟ ରଞ୍ଜିତ ବେହେରା

ବ୍ଲାକମେଲିଂ କୁଇନ୍ ଅର୍ଚ୍ଚନା ନାଗ ଗିରଫ ମାମଲା : ଇଡିରେ ହାଜର ହେଲେ ଆରକିଟେକ୍ଟ ରଞ୍ଜିତ ବେହେରା
December 06
11:23 2022

ଭୁବନେଶ୍ୱର, ୬/୧୨: ବ୍ଲାକମେଲିଂ କୁଇନ୍ ଅର୍ଚ୍ଚନା ନାଗ ଗିରଫ ମାମଲା । ଇଡିରେ ହାଜର ହେଲେ ଆରକିଟେକ୍ଟ ରଞ୍ଜିତ ବେହେରା । ରଞ୍ଜିତ ଅର୍ଚ୍ଚନାଙ୍କ ଘର ବିଡିଏ ଆପ୍ରୁଭାଲ ଠାରୁ ଆରମ୍ଭ କରି ଡିଜାଇନ୍ କରିଥିଲେ ।
ରଞ୍ଜିତଙ୍କ ଆକାଉଣ୍ଟରୁ ଅର୍ଚ୍ଚନାଙ୍କ ଆକାଉଣ୍ଟକୁ ଆର୍ଥିକ କାରବାର ହୋଇଥିବା ସୂଚନା । ସେହି ଟଙ୍କା କାରବାର ନେଇ ହୋଇପାରେ ଜେରା । ତେବେ ଆଶ୍ଚର‌୍ୟ୍ୟର କଥା ଅର୍ଚ୍ଚନାଙ୍କ ଘର ଡିଜାଇନ ପାଇ ତୁର୍କୀରୁ ଆସିଥିଲା ଘର ସଜ୍ଜାର ସୌଖିନ ସାମଗ୍ରୀ । ଏସବୁ ପ୍ରସଙ୍ଗରେ ରଞ୍ଜିତଙ୍କୁ ଜେରା କରିପାରନ୍ତି ତଦନ୍ତକାରୀ ଅଧିକାରୀ ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031