Indus Valley Times

ଭଦ୍ରକ : ଔଷଧ ଦୋକାନରେ ଚାଲିଛି ମଦ ବେପାର

 Breaking News

ଭଦ୍ରକ : ଔଷଧ ଦୋକାନରେ ଚାଲିଛି ମଦ ବେପାର

December 11
18:10 2025

ଭଦ୍ରକ, ୧୧/୧୨ : ଭଦ୍ରକ ସହର ବାଇପାସସ୍ଥିତ ଏକ ଔଷଧ ଦୋକାନରୁ ପୋଲିସ ବିପୁଳ ପରିମାଣର ମଦ ଜବତ କରିଛି । ସୂଚନା ମୁତାବକ ଉକ୍ତ ଦୋକାନର ଲାଇସେନ୍ସ ଅବଧି ସରିଯାଇଥିଲା ।
ଡାଟା ବେସ୍ ଯାଞ୍ଚ କରିବା ପରେ ଡ୍ରଗ୍ସ ଇନ୍ସପେକ୍ଟର ଜାଣିଥିଲେ। ସେଥିପାଇଁ ଦୋକାନରେ ଚଢ଼ାଉ କରାଯାଇଥିଲା । ଚଢ଼ାଉ ବେଳେ ଦୋକାନରୁ ମଦ ବୋତଲ ବାହାରିଥିଲା । ଡ୍ରଗ୍ସ ବିଭାଗ ପକ୍ଷରୁ ପୋଲିସକୁ ଖବର ଦିଆଯାଇଥିଲା । ଟାଉନ ପୋଲିସ ପହଞ୍ଚି ମଦ ଜବତ କରିବା ସହ ଦୋକାନୀକୁ ଥାନାରେ ଅଟକ ରଖି ତଦନ୍ତ ଚଳାଇଛି ।

About Author

indadmin

indadmin

Related Articles

Archives

Calendar

June 2026
M T W T F S S
1234567
891011121314
15161718192021
22232425262728
2930