Indus Valley Times

ଭଦ୍ରକ ସାଂସଦ ମଞ୍ଜୁଲତା ମଣ୍ଡଳ କରୋନା ପଜିଟିଭ୍ ଚିହ୍ନଟ

 Breaking News

ଭଦ୍ରକ ସାଂସଦ ମଞ୍ଜୁଲତା ମଣ୍ଡଳ କରୋନା ପଜିଟିଭ୍ ଚିହ୍ନଟ

August 22
14:00 2020

ଭଦ୍ରକ,୨୨/୮ : ଭଦ୍ରକ ସାଂସଦ ମଞ୍ଜୁଲତା ମଣ୍ଡଳ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏ ନେଇ ସେ ଟୁଇଟ୍ କରି ଏହି ସୂଚନା ଦେଇଛନ୍ତି । କରୋନାର ପ୍ରାରମ୍ଭିକ ଲକ୍ଷଣ ଦେଖାଯିବା ପରେ ସେ କରୋନା ପରୀକ୍ଷା କରାଇଥିଲେ । ତାଙ୍କ ରିପୋର୍ଟ ପଜିଟିଭ୍ ଆସିଛି । ତାଙ୍କ ସ୍ବାସ୍ଥ୍ୟ ଭଲ ଏବଂ ସ୍ଥିର ରହିଛି । ସେ ହୋମ୍ କ୍ବାରେଣ୍ଟାଇନରେ ଅଛନ୍ତି ।
ତାଙ୍କ ସଂସ୍ପର୍ଶରେ ଆସିଥିବା ଯେଉଁମାନେ ଆସିଛନ୍ତି ସହିତ ଯୋଗାଯୋଗ ଏବଂ ସଂସ୍ପର୍ଶରେ ଆସିଛନ୍ତି ସେମାନେ ଦୟାକରି ନିଜକୁ ଅଲଗା ରଖନ୍ତୁ ଓ ନିଜର ପରୀକ୍ଷା କରାଇ ନିଅନ୍ତୁ ବୋଲି ସାଂସଦ ମଞ୍ଜୁଲତା ମଣ୍ଡଳ ଅନୁରୋଧ କରିଛନ୍ତି ।

ଗତ ୨୦୧୯ ସାଧାରଣ ନିର୍ବାଚନରେ ମଞ୍ଜୁଲତା ମଣ୍ଡଳ ବିଜୁ ଜନତା ଦଳର ପ୍ରାର୍ଥୀ ଭାବେ ଭଦ୍ରକ ଲୋକସଭା ଆସନରୁ ବିଜୟୀ ହୋଇଥିଲେ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031