Legatus

ଭିଜିଲାନ୍ସ ଜାଲରେ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ, ଲାଞ୍ଚ ନେବାବେଳେ ମାଡିବସିଲା ଟିମ୍

 Breaking News

ଭିଜିଲାନ୍ସ ଜାଲରେ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ, ଲାଞ୍ଚ ନେବାବେଳେ ମାଡିବସିଲା ଟିମ୍

ଭିଜିଲାନ୍ସ ଜାଲରେ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ, ଲାଞ୍ଚ ନେବାବେଳେ ମାଡିବସିଲା ଟିମ୍
May 27
12:45 2024

କଳାହାଣ୍ଡି,୨୭/୫ : ଗାଁ ସାଥୀଙ୍କଠାରୁ ୧୦ ହଜାର ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି କଲାହାଣ୍ଡି ଜିଲ୍ଲା ଥୁ. ରାମପୁର ବ୍ଲକ କାଣୀଗୁମ୍ମା ପଞ୍ଚାୟତର ପିଇଓ ସଂଜୟ ନାୟକ। ପୁଲିସ ତାଙ୍କଠାରୁ ଲାଞ୍ଚ ଟଙ୍କା ଜବତ କରିଛି।
କାଗଜପତ୍ର କାମ ପାଇଁ ଗାଁ ସାଥୀଙ୍କଠାରୁ ୧୦ ହଜାର ଟଙ୍କା ଲାଞ୍ଚ ମାଗିଥିଲେ ସଂଜୟ। ଏନେଇ ଗାଁ ସାଥୀ ଭିଜିଲାନ୍ସ ନିକଟରେ ଅଭିଯୋଗ କରିଥିଲେ। ସଂଜୟ ଆଜି ସକାଳେ ଜଳେଶ୍ଵର ମନ୍ଦିର ପଡା ନିଜ ବାସଭବନରେ ଲାଞ୍ଚ ଟଙ୍କା ବେଳେ ମାଡ଼ି ବସିଥିଲା ଭିଜିଲାନ୍ସ। ଭିଜିଲାନ୍ସ ସଂଜୟଙ୍କ ଠାରୁ ଲାଞ୍ଚ ଟଙ୍କା ଜବତ କରିବା ସହ ଅଟକ ରଖି ପଚରାଉଚରା କରୁଛି।

About Author

indadmin

indadmin

Related Articles

Archives

Calendar

April 2025
M T W T F S S
 123456
78910111213
14151617181920
21222324252627
282930