Legatus

ଭିଜିଲାନ୍ସ ଜାଲରେ ପୋଲିସ ବାବୁ, ଏକାସାଙ୍ଗେ ବିଭିନ୍ନ ସ୍ଥାନରେ ଚାଲିଛି ଚଢାଉ

 Breaking News

ଭିଜିଲାନ୍ସ ଜାଲରେ ପୋଲିସ ବାବୁ, ଏକାସାଙ୍ଗେ ବିଭିନ୍ନ ସ୍ଥାନରେ ଚାଲିଛି ଚଢାଉ

ଭିଜିଲାନ୍ସ ଜାଲରେ ପୋଲିସ ବାବୁ, ଏକାସାଙ୍ଗେ ବିଭିନ୍ନ ସ୍ଥାନରେ ଚାଲିଛି ଚଢାଉ
May 22
09:55 2023

ବରଗଡ଼,୨୨/୫: ବରଗଡ଼ ଜିଲ୍ଲା ଗାଇସିଲଟ ଥାନା ଅଧିକାରୀ ବୀରବର ଭଗତଙ୍କ କାର୍ଯ୍ୟାଳୟ ଓ ବାସଭବନରେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଚଢାଉ କରାଯାଇଛି । ମିଳିଥିବା ସୂଚନା ମୁତାବକ ଭିଜିଲାନ୍ସର ୪ଟି ଟିମ ଆଜି ଚଢ଼ାଉ କରିଛନ୍ତି ।
ଭିଜିଲାନ୍ସ ଟିମ ଆଜି ଭୋର ପ୍ରାୟ ୩ଟାରୁ ଗାଇସିଲଟ ଥାନା, ଗାଇସିଲଟରେ ଥିବା ଘର, ସମ୍ବଲପୁରରେ ଥିବା ଘର ଓ ଅତାବିରା ଟାଙ୍ଗରପାଲିରେ ଥିବା ଘରେ ଚଢ଼ାଉ କରାଯାଇଛି । ସମ୍ବଲପୁର, ବରଗଡ଼ ଓ ସୋନପୁରର ଭିଜିଲାନ୍ସ ଟିମ ଏହି ଚଢ଼ାଉ କରିଛନ୍ତି ।

About Author

indadmin

indadmin

Related Articles

Archives

Calendar

March 2025
M T W T F S S
 12
3456789
10111213141516
17181920212223
24252627282930
31