Legatus

ଭିଜିଲାନ୍ସ ପଞ୍ଝାରେ ଜଳ ଯୋଗାଣ ବିଭାଗର ଆସିଷ୍ଟାଣ୍ଟ ପ୍ରୋଜେକ୍ଟ ମ୍ୟାନେଜର

 Breaking News

ଭିଜିଲାନ୍ସ ପଞ୍ଝାରେ ଜଳ ଯୋଗାଣ ବିଭାଗର ଆସିଷ୍ଟାଣ୍ଟ ପ୍ରୋଜେକ୍ଟ ମ୍ୟାନେଜର

ଭିଜିଲାନ୍ସ ପଞ୍ଝାରେ ଜଳ ଯୋଗାଣ ବିଭାଗର ଆସିଷ୍ଟାଣ୍ଟ ପ୍ରୋଜେକ୍ଟ ମ୍ୟାନେଜର
March 29
10:58 2025

ଭୁବନେଶ୍ୱର,୨୯/୩: ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଆଉ ଜଣେ ବଡ଼ ବାବୁ। ଭୁବନେଶ୍ୱର ଜଳଯୋଗାଣ ଓ ସ୍ବରେଜ ବୋର୍ଡର ଆସିଷ୍ଟାଣ୍ଟ ପ୍ରୋଜେକ୍ଟ ମ୍ୟାନେଜର ଦେବାଶିଷ ସାହୁଙ୍କ ଘରେ ଏହି ଚଢ଼ାଉ ହୋଇଛି।
ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୭ଟି ସ୍ଥାନରେ ଚଢ଼ାଉ ଚାଲିଛି। ଖୋର୍ଦ୍ଧା, ଭୁବନେଶ୍ବର ଘର ସମେତ କଟକର ସମ୍ପର୍କୀୟଙ୍କ ଘରେ ବର୍ତ୍ତମାନ ଚଢ଼ାଉ ଜାରି ରହିଛି। ଚଢ଼ାଉ ଚାଲିଥିବାରୁ ସମ୍ପତ୍ତିର ଆକଳନ କରାଯାଇପାରିନାହିଁ। ଚଢ଼ାଉ ପରେ ସବିଶେଷ ତଥ୍ୟ ମିଳିବ ବୋଲି ଜଣେ ଅଧିକାରୀ କହିଛନ୍ତି।

About Author

indadmin

indadmin

Related Articles

Archives

Calendar

April 2025
M T W T F S S
 123456
78910111213
14151617181920
21222324252627
282930