Indus Valley Times

ଭୁବନେଶ୍ବର କଳିଙ୍ଗ ଷ୍ଟାଡିୟମ୍‌ରେ ‘ରନ୍ ଫର୍ ୟୁନିଟି’ କାର୍ଯ୍ୟକ୍ରମ, ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

 Breaking News

ଭୁବନେଶ୍ବର କଳିଙ୍ଗ ଷ୍ଟାଡିୟମ୍‌ରେ ‘ରନ୍ ଫର୍ ୟୁନିଟି’ କାର୍ଯ୍ୟକ୍ରମ, ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

October 29
10:20 2024

ଭୁବନେଶ୍ବର, ୨୯/୧୦ : ରାଷ୍ଟ୍ରୀୟ ଏକତା ଦିବସ ପାଳନ ପାଇଁ ରାଜଧାନୀ ଭୁବନେଶ୍ବରରେ ‘ରନ୍ ଫର୍ ୟୁନିଟି’ ମାରାଥନ୍ ଆୟୋଜିତ ହୋଇଛି।କଳିଙ୍ଗ ଷ୍ଟାଡିୟମ୍ ପରିସରରେ ଏହାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପତାକା ଦେଖାଇ ଉଦଘାଟନ କରିଛନ୍ତି।
କଳିଙ୍ଗ ଷ୍ଟାଡିୟମ୍ ପରିସରରେ ଏହାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପତାକା ଦେଖାଇ ଉଦଘାଟନ କରିଛନ୍ତି।
ଏହି ଦୌଡ଼ରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ, ଉଚ୍ଚ ଶିକ୍ଷା ଓ କ୍ରୀଡ଼ା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, ସ୍ବାସ୍ଥ୍ୟମନ୍ତ୍ରୀ ଡକ୍ଟର ମୁକେଶ ମହାଲିଙ୍ଗ, ପଞ୍ଚାୟତରାଜ ମନ୍ତ୍ରୀ ରବି ନାରାୟଣ ନାଏକ, ଏକାମ୍ର ବିଧାୟକ ବାବୁ ସିଂହ, ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ସାମିଲ ହୋଇଛନ୍ତି।

About Author

indadmin

indadmin

Related Articles

Archives

Calendar

March 2026
M T W T F S S
 1
2345678
9101112131415
16171819202122
23242526272829
3031