Indus Valley Times

ଭୁବନେଶ୍ବର ମଧ୍ୟ ବିଧାୟକ ଅନନ୍ତ ନାରାୟଣ ଜେନା କରୋନା ପଜିଟିଭ୍ ଚିହ୍ନଟ

 Breaking News

ଭୁବନେଶ୍ବର ମଧ୍ୟ ବିଧାୟକ ଅନନ୍ତ ନାରାୟଣ ଜେନା କରୋନା ପଜିଟିଭ୍ ଚିହ୍ନଟ

August 20
13:21 2020

ଭୁବନେଶ୍ବର ୨୦।୮: ଭୁବନେଶ୍ବର ମଧ୍ୟ ବିଧାୟକ ଅନନ୍ତ ନାରାୟଣ ଜେନା କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେ କୋଭିଡଚ-୧୯ ପଜିଟିଭ୍ ଥିବା ନେଇ ନିଜେ ଟ୍ବିଟ୍ କରି ସୂଚନା ଦେଇଛନ୍ତି । କୋଭିଡ୍-୧୯ର ଲକ୍ଷଣ ଦେଖାଯିବା ପରେ ସେ ତାଙ୍କର କରୋନା ପରୀକ୍ଷା କରାଇଥିଲେ । ତାଙ୍କର ରିପୋର୍ଟ ପଜିଟିଭ୍ ଆସିଛି । ରିପୋର୍ଟ ପଜିଟିଭ୍ ଆସିବା ପରେ ସେ ହୋମ୍ କ୍ବାରେଣ୍ଟାଇନ୍ ରେ ଅଛନ୍ତି । ତାଙ୍କ ସଂସ୍ପର୍ଶରେ ଆସିଥିବା ଲୋଙ୍କୁ ଆଇସୋଲେସନରେ ରହିବା ସହ ସେମାନଙ୍କର କରୋନା ପରୀକ୍ଷଣ କରାଇବା ପାଇଁ ସେ ଅନୁରୋଧ କରିଛନ୍ତି ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031