Indus Valley Times

ଭୁବନେଶ୍ୱର ଫରେଷ୍ଟ ପାର୍କ ଅଞ୍ଚଳର ଏକ ଆପାର୍ଟମେଣ୍ଟକୁ କଣ୍ଟେନମେଣ୍ଟ ଘୋଷଣା କଲା ବିଏମ୍‌ସି

 Breaking News

ଭୁବନେଶ୍ୱର ଫରେଷ୍ଟ ପାର୍କ ଅଞ୍ଚଳର ଏକ ଆପାର୍ଟମେଣ୍ଟକୁ କଣ୍ଟେନମେଣ୍ଟ ଘୋଷଣା କଲା ବିଏମ୍‌ସି

ଭୁବନେଶ୍ୱର ଫରେଷ୍ଟ ପାର୍କ ଅଞ୍ଚଳର  ଏକ ଆପାର୍ଟମେଣ୍ଟକୁ କଣ୍ଟେନମେଣ୍ଟ ଘୋଷଣା କଲା ବିଏମ୍‌ସି
October 06
15:46 2021

ଭୁବନେଶ୍ୱର,୬/୧୦: ପୁଣି ଭୁବନେଶ୍ୱରକୁ ଫେରିଲା କଣ୍ଟେନମେଣ୍ଟ । ଫରେଷ୍ଟ ପାର୍କ ଅଞ୍ଚଳର ଏକ ଆପାର୍ଟମେଣ୍ଟକୁ କଣ୍ଟେନମେଣ୍ଟ ଘୋଷଣା କରାଯାଇଛି। ୫୨ ନମ୍ବର ୱାର୍ଡ ରାଜେନ୍ଦ୍ର ବିହାର ଆପାର୍ଟମେଣ୍ଟକୁ କଣ୍ଟେନମେଣ୍ଟ ଘୋଷଣା କରିଛି ବିଏମ୍‌ସି। ସଂପୃକ୍ତ ଅଞ୍ଚଳରୁ କେହି ଆସିପାରିବେନି ବା ସେଠାକୁ ଯାଇପାରିବେନି ।
ସୂଚନାଯୋଗ୍ୟ, ରାଜ୍ୟରେ ଏକ କରୋନା ତଳମୁହାଁ ଥିଲେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ପଜିଟିଭ ଚିହ୍ନଟ ହେଉଛନ୍ତି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୨୪ ଘଣ୍ଟାରେ ୫୯୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।
ସେଥିମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ କେବଳ ୨୯୦ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାବାଦ ପାର୍ବଣ ଋତୁ ଆରମ୍ଭ ହୋଇଯାଇଥିବା ବେଳେ ଆଗକୁ ଅଛି ଶୀତ ଦିନ । ତେଣୁ ଭିଡ଼ ବଢ଼ିବା ଆଶଙ୍କାରେ ଏବେଠୁ ସାମାଜିକ କାର୍ଯ୍ୟକ୍ରମ ଉପରେ କଟକଣା ଲଗାଇଲାଣି ବିଏମ୍‌ସି।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031