Indus Valley Times

ମଧ୍ୟଖଣ୍ତ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର କରୋନା ଯୋଦ୍ଧା କୋଭିଡ୍‌-୧୯ ପଜିଟିଭ୍ ଚିହ୍ନଟ

 Breaking News

ମଧ୍ୟଖଣ୍ତ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର କରୋନା ଯୋଦ୍ଧା କୋଭିଡ୍‌-୧୯ ପଜିଟିଭ୍ ଚିହ୍ନଟ

ମଧ୍ୟଖଣ୍ତ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର କରୋନା ଯୋଦ୍ଧା କୋଭିଡ୍‌-୧୯ ପଜିଟିଭ୍ ଚିହ୍ନଟ
July 06
21:18 2020

ପୁଷ୍ପଲତା ପ୍ରଧାନ ଙ୍କ ରିପୋର୍ଟ

ଦଶପଲ୍ଲା,୬/୭: ନୟାଗଡ ଜିଲ୍ଲାରେ କରୋନା କାୟା ବିସ୍ତାର କରିବାରେ ଲାଗିଥିବା ବେଳେ ଦଶପଲ୍ଲା ବ୍ଲକ୍ ରେ କରୋ ନା ଆକ୍ରାନ୍ତଙ୍କ ସଂଖ୍ୟା ୧୩ ରେ ପହଞ୍ଚିଛି। କିନ୍ତୁ ଦୁର୍ଭାଗ୍ୟ ର କଥା ଜଣେ କରୋ ନା ଯୋଦ୍ଧା କୋଭିଡ୍‌-୧୯ ରେ ଆକ୍ରାନ୍ତ ହୋଇଛନ୍ତି । ଦଶପଲ୍ଲା ବ୍ଲକ୍ ଅନ୍ତର୍ଗତ ମଧ୍ୟଖଣ୍ଡ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ର ଜଣେ ଅଧିକାରୀ କରୋ ନା ରେ ଆକ୍ରାନ୍ତ ଚିହ୍ନଟ ହେବା ପରେ ତାଙ୍କୁ ଭୁବନେଶ୍ବର ସ୍ଥିତ କୋଭିଡ୍ ହସ୍ପିଟାଲ୍ କୁ ସ୍ଥାନାନ୍ତର କରାଯାଇଛି। ଅଗ୍ନିଶମ ବିଭାଗ କର୍ମଚାରୀ ଙ୍କ ଦ୍ଵାରା ମଧ୍ୟଖଣ୍ଡ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ସାନି ଟାଇଜ୍ କରାଯାଇଥିବା ଜଣାପଡ଼ିଛି।ଦଶପଲ୍ଲା ବ୍ଲକ୍ ବିଡ଼ିଓ ଏବଂ ତହସିଲଦାର ଜନସାଧାରଣ ଙ୍କୁ ସୁରକ୍ଷିତ ରଖିବା ପାଇଁ ସାମାଜିକ ଦୁରତ୍ଵ ବଜାୟ ରଖିବା ସହ ,କରୋନା ସମ୍ପର୍କିତ ନୀତି ନିୟମ ପାଳନ କରିବା ପାଇଁ ଜନସାଧାରଣ ଙ୍କୁ ସଚେତନ କରିବା ସହ କରୋନା ମୁକାବିଲା ପାଇଁ ଅହରହ ପ୍ରଚେଷ୍ଟା ଜାରି ରଖିଛନ୍ତି।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031