Indus Valley Times

ମାଛ ମାର୍କେଟରେ ହଣାକଟା: ଦୁଇ ବେପାରୀଙ୍କ ମଧ୍ୟରେ ଗଣ୍ଡଗୋଳ, ଦୁଇ ଗୁରୁତର

 Breaking News

ମାଛ ମାର୍କେଟରେ ହଣାକଟା: ଦୁଇ ବେପାରୀଙ୍କ ମଧ୍ୟରେ ଗଣ୍ଡଗୋଳ, ଦୁଇ ଗୁରୁତର

ମାଛ ମାର୍କେଟରେ ହଣାକଟା: ଦୁଇ ବେପାରୀଙ୍କ ମଧ୍ୟରେ ଗଣ୍ଡଗୋଳ, ଦୁଇ ଗୁରୁତର
March 09
14:33 2022

ଭୁବନେଶ୍ବର, ୯/୩ : ମାଛ ମାର୍କେଟରେ ହଣାକଟା । ଭୁବନେଶ୍ୱର ୪ନମ୍ବର ମାଛ ମାର୍କେଟରେ ହଣାହଟା ହୋଇଥିବାର ଖବର ଆସିଛି ।
ଏହି ହଣାକଟା ୨ଜଣ ବ୍ୟବସାୟୀ ଗୁରୁତର ହୋଇଛନ୍ତି । ସେମାନଙ୍କ ନାମ ଜିତେନ୍ଦ୍ର ବେହେରା ଓ ନରେନ୍ଦ୍ର ବେହେରା ବୋଲି ଜଣାପଡିଛି ।
ଖବର ଅନୁଯାୟୀ, ପ୍ରତିଦିନ ପରି ବୁଧବାର ମଧ୍ୟ ମାଛ ମାର୍କେଟରେ ବେପାର ପାଇଁ ଭିଡି ଜମିଥାଏ । ହଠାତ୍ ବୁଧବାର ଦିନ ମାଛ ବ୍ୟବସାୟକୁ କେନ୍ଦ୍ର କରି ଦୁଇ ବେପାରୀଙ୍କ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା । ଏପିରିକି ଉଭୟ ବ୍ୟବସାୟୀ ହଣାକଟା ପର୍ଯ୍ୟନ୍ତ କଥା ଯାଇଥିଲା ।
ଦୁଇ ଜଣ ବ୍ୟବସାୟୀ ପନିକି ହଣାକଟା ହୋଇଥିଲେ । ଯେଉଁଥିରେ ୨ଜଣ ବ୍ୟବସାୟୀ ଗୁରୁତର ହୋଇଛନ୍ତି । ସେମାନଙ୍କୁ ଗୁରୁତର ଅବସ୍ଥାରେ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ବେଳେ ଆକ୍ରମଣକାରୀ ମାଛ ବେପାରୀ ଫେରାର ହୋଇଯାଇଛନ୍ତି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031